Numbers 21:15 — Compare Translations
5 translations compared side by side
Odia - 1840
"ଘାଟିର ଗଡାଣିଗୁଡିକ ଯେଉଁଗୁଡିକ ଆରର ନିବାସ ଆଡେ ୟାଇଥିଲା ଏବଂ ସଗେୁଡିକ ମାୟୋବର ସୀମା ରେ ଅବସ୍ଥିତ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଆରର ବାସସ୍ଥାନଗାମୀ ଓ ମୋୟାବ-ସୀମାର ପାର୍ଶ୍ଵସ୍ଥିତ ଗଡ଼ନ୍ତି ଉପତ୍ୟକାସକଳକୁ (ସେ ଜୟ କଲେ) ।”
Odia Bible ERV 2004 (ପବିତ୍ର ବାଇବଲ)
ଘାଟିର ଗଡ଼ାଣିଗୁଡ଼ିକ ଯେଉଁଗୁଡ଼ିକ ଆରର ନିବାସ ଆଡ଼େ ଯାଇଥିଲା ଏବଂ ସେଗୁଡ଼ିକ ମୋୟାବର ସୀମାରେ ଅବସ୍ଥିତ ଥିଲା।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଆରର ବାସସ୍ଥାନଗାମୀ ଓ ମୋୟାବ-ସୀମାର ପାର୍ଶ୍ଵସ୍ଥିତ ଗଡ଼ନ୍ତି ଉପତ୍ୟକାସକଳକୁ (ସେ ଜୟ କଲେ।”)
Odia IRV 2017 (ଓଡିଆ ବାଇବେଲ)
ପୁଣି, ଆରର ବାସସ୍ଥାନଗାମୀ ଓ ମୋୟାବ-ସୀମାର ପାର୍ଶ୍ଵସ୍ଥିତ ଗଡ଼ନ୍ତି ଉପତ୍ୟକାସକଳକୁ (ସେ ଜୟ କଲେ।”)