Numbers 21:16 — Compare Translations

5 translations compared side by side

Odia - 1840
"ସଠାରୁେ ସମାନେେ ବରେ ନାମକ ସ୍ଥାନକୁ ଆସିଲେ। ସହେି କୂପ ବିଷଯ ରେ ସଦାପ୍ରଭୁ ମାଶାଙ୍କେୁ କହିଲେ, ତୁମ୍ଭେ ଏହି ସ୍ଥାନ ରେ ଲୋକମାନଙ୍କୁ ଏକତ୍ର କର। ମୁଁ ସମାନଙ୍କେୁ ଜଳ ଦବେି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଠାରୁ ସେମାନେ (ଯାତ୍ରା କରି) ବେର (କୂପ) ନାମକ ସ୍ଥାନକୁ ଆସିଲେ । ସେହି କୂପ ବିଷୟରେ ସଦାପ୍ରଭୁ ମୋଶାଙ୍କୁ କହିଲେ, ତୁମ୍ଭେ ଏହି ସ୍ଥାନରେ ଲୋକମାନଙ୍କୁ ଏକତ୍ର କର, ଆମ୍ଭେ ସେମାନଙ୍କୁ ଜଳ ଦେବା ।
Odia Bible ERV 2004 (ପବିତ୍ର ବାଇବଲ)
ସେଠାରୁ ସେମାନେ ବେର ନାମକ ସ୍ଥାନକୁ ଆସିଲେ। ସେହି କୂପ ବିଷୟରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଏହି ସ୍ଥାନରେ ଲୋକମାନଙ୍କୁ ଏକତ୍ର କର। ମୁଁ ସେମାନଙ୍କୁ ଜଳ ଦେବି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଠାରୁ ସେମାନେ (ଯାତ୍ରା କରି) ବେର (କୂପ) ନାମକ ସ୍ଥାନକୁ ଆସିଲେ। ସେହି କୂପ ବିଷୟରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଏହି ସ୍ଥାନରେ ଲୋକମାନଙ୍କୁ ଏକତ୍ର କର, ଆମ୍ଭେ ସେମାନଙ୍କୁ ଜଳ ଦେବା।”
Odia IRV 2017 (ଓଡିଆ ବାଇବେଲ)
ସେଠାରୁ ସେମାନେ (ଯାତ୍ରା କରି) ବେର (କୂପ) ନାମକ ସ୍ଥାନକୁ ଆସିଲେ। ସେହି କୂପ ବିଷୟରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଏହି ସ୍ଥାନରେ ଲୋକମାନଙ୍କୁ ଏକତ୍ର କର, ଆମ୍ଭେ ସେମାନଙ୍କୁ ଜଳ ଦେବା।”