Numbers 21:17 — Compare Translations
5 translations compared side by side
Odia - 1840
"ସହେି ସମୟରେ ଇଶ୍ରାୟେଲ ଏହି ଗୀତ ଗାଇଲେ:"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ଇସ୍ରାଏଲ ଏହି ଗୀତ ଗାନ କଲେ, “ହେ କୂପ, ଉଚ୍ଛୁଳି ଉଠ; ତୁମ୍ଭେମାନେ ତହିଁ ଉଦ୍ଦେଶ୍ୟରେ ଗାନ କର;
Odia Bible ERV 2004 (ପବିତ୍ର ବାଇବଲ)
ସେହି ସମୟରେ ଇସ୍ରାଏଲ ଏହି ଗୀତ ଗାଇଲେ: “ହେ କୂପଜଳ, ଉଚ୍ଛୁଳିଉଠ, ତହିଁ ଉଦ୍ଦେଶ୍ୟରେ ଗାନ କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ସମୟରେ ଇସ୍ରାଏଲ ଏହି ଗୀତ ଗାନ କଲେ, “ହେ କୂପ, ଉଚ୍ଛୁଳି ଉଠ ତୁମ୍ଭେମାନେ ତହିଁ ଉଦ୍ଦେଶ୍ୟରେ ଗାନ କର;
Odia IRV 2017 (ଓଡିଆ ବାଇବେଲ)
ସେହି ସମୟରେ ଇସ୍ରାଏଲ ଏହି ଗୀତ ଗାନ କଲେ, “ହେ କୂପ, ଉଚ୍ଛୁଳି ଉଠ ତୁମ୍ଭେମାନେ ତହିଁ ଉଦ୍ଦେଶ୍ୟରେ ଗାନ କର;