Numbers 21:2 — Compare Translations

5 translations compared side by side

Odia - 1840
"ଇଶ୍ରାୟେଲର ଲୋକମାନେ ପ୍ରତିଜ୍ଞା କଲେ: ଯଦି ତୁମ୍ଭେ ଏହି ଲୋକମାନଙ୍କୁ ଆମ୍ଭ ହସ୍ତ ରେ ସମର୍ପଣ କର, ତବେେ ଆମ୍ଭେ ସମାନଙ୍କେ ନଗରସବୁ ବିନାଶ କରିବୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଇସ୍ରାଏଲ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମାନତ କରି କହିଲେ, ଯେବେ ତୁମ୍ଭେ ଏହି ଲୋକମାନଙ୍କୁ ଆମ୍ଭ ହସ୍ତରେ ସମର୍ପଣ କରିବ, ତେବେ ଆମ୍ଭେ ସେମାନଙ୍କ ନଗରସବୁ ବର୍ଜନୀୟ ରୂପେ ବିନାଶ କରିବା ।
Odia Bible ERV 2004 (ପବିତ୍ର ବାଇବଲ)
ଇସ୍ରାଏଲର ଲୋକମାନେ ସଦାପ୍ରଭୁଙ୍କଠାରେ ପ୍ରତିଜ୍ଞା କଲେ: “ଯଦି ତୁମ୍ଭେ ଏହି ଲୋକମାନଙ୍କୁ ଆମ୍ଭ ହସ୍ତରେ ସମର୍ପଣ କର, ତେବେ ଆମ୍ଭେ ସେମାନଙ୍କ ନଗରସବୁ ବିନାଶ କରିବୁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଇସ୍ରାଏଲ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମାନତ କରି କହିଲେ, “ଯଦି ତୁମ୍ଭେ ଏହି ଲୋକମାନଙ୍କୁ ଆମ୍ଭ ହସ୍ତରେ ସମର୍ପଣ କରିବ, ଯଦି ଆମ୍ଭେ ସେମାନଙ୍କ ନଗରସବୁ ସମ୍ପୂର୍ଣ୍ଣ ରୂପେ ବିନାଶ କରିବା।”
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଇସ୍ରାଏଲ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମାନତ କରି କହିଲେ, “ଯଦି ତୁମ୍ଭେ ଏହି ଲୋକମାନଙ୍କୁ ଆମ୍ଭ ହସ୍ତରେ ସମର୍ପଣ କରିବ, ଯଦି ଆମ୍ଭେ ସେମାନଙ୍କ ନଗରସବୁ ସମ୍ପୂର୍ଣ୍ଣ ରୂପେ ବିନାଶ କରିବା।”