Numbers 21:22 — Compare Translations
5 translations compared side by side
Odia - 1840
"ଦୟାକରି ତୁମ୍ଭ ରାଜ୍ଯ ଦଇେ ଆମ୍ଭମାନଙ୍କୁ ୟିବାକୁ ଦିଅ। ଆମ୍ଭମାନେେ ତୁମ୍ଭ ଶସ୍ଯକ୍ଷେତ୍ର କିମ୍ବା ଦ୍ରାକ୍ଷାଲତାକୁ ପ୍ରବେଶ କରିବୁ ନାହିଁ। ଆମ୍ଭମାନେେ ତୁମ୍ଭ କୂପରୁ ଜଳପାନ କରିବୁ ନାହିଁ। ଆମ୍ଭମାନେେ ତୁମ୍ଭ ଦେଶସୀମା ପାର ହବୋ ପର୍ୟ୍ଯନ୍ତ କବଳେ ରୀଜପଥ ଦଇେ ଗମନ କରିବୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭ ଦେଶ ଦେଇ ଆମ୍ଭକୁ ଯିବାକୁ ଦିଅ; ଆମ୍ଭେମାନେ ଶସ୍ୟକ୍ଷେତ୍ର କି ଦ୍ରାକ୍ଷାକ୍ଷେତ୍ର ଆଡ଼େ ଫେରିବୁ ନାହିଁ; ଆମ୍ଭେମାନେ କୂପରୁ ଜଳ ପାନ କରିବୁ ନାହିଁ; ଆମ୍ଭେମାନେ ତୁମ୍ଭ ସୀମା ପାର ହେବା ପର୍ଯ୍ୟନ୍ତ ରାଜପଥ ଦେଇ ଗମନ କରିବୁ ।
Odia Bible ERV 2004 (ପବିତ୍ର ବାଇବଲ)
“ଦୟାକରି ତୁମ୍ଭ ରାଜ୍ୟ ଦେଇ ଆମ୍ଭମାନଙ୍କୁ ଯିବାକୁ ଦିଅ। ଆମ୍ଭେମାନେ ତୁମ୍ଭ ଶସ୍ୟକ୍ଷେତ୍ର କିମ୍ବା ଦ୍ରାକ୍ଷାଲତାକୁ ପ୍ରବେଶ କରିବୁ ନାହିଁ। ଆମ୍ଭେମାନେ ତୁମ୍ଭ କୂପରୁ ଜଳପାନ କରିବୁ ନାହିଁ। ଆମ୍ଭେମାନେ ତୁମ୍ଭ ଦେଶସୀମା ପାର ହେବା ପର୍ଯ୍ୟନ୍ତ କେବଳ ରାଜପଥ ଦେଇ ଗମନ କରିବୁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ତୁମ୍ଭ ଦେଶ ଦେଇ ଆମ୍ଭକୁ ଯିବାକୁ ଦିଅ; ଆମ୍ଭେମାନେ ଶସ୍ୟକ୍ଷେତ୍ର କି ଦ୍ରାକ୍ଷାକ୍ଷେତ୍ର ଆଡ଼େ ଫେରିବୁ ନାହିଁ; ଆମ୍ଭେମାନେ କୂପରୁ ଜଳ ପାନ କରିବୁ ନାହିଁ; ଆମ୍ଭେମାନେ ତୁମ୍ଭ ସୀମା ପାର ହେବା ପର୍ଯ୍ୟନ୍ତ ରାଜପଥ ଦେଇ ଗମନ କରିବୁ।”
Odia IRV 2017 (ଓଡିଆ ବାଇବେଲ)
“ତୁମ୍ଭ ଦେଶ ଦେଇ ଆମ୍ଭକୁ ଯିବାକୁ ଦିଅ; ଆମ୍ଭେମାନେ ଶସ୍ୟକ୍ଷେତ୍ର କି ଦ୍ରାକ୍ଷାକ୍ଷେତ୍ର ଆଡ଼େ ଫେରିବୁ ନାହିଁ; ଆମ୍ଭେମାନେ କୂପରୁ ଜଳ ପାନ କରିବୁ ନାହିଁ; ଆମ୍ଭେମାନେ ତୁମ୍ଭ ସୀମା ପାର ହେବା ପର୍ଯ୍ୟନ୍ତ ରାଜପଥ ଦେଇ ଗମନ କରିବୁ।”