Numbers 21:23 — Compare Translations
5 translations compared side by side
Odia - 1840
"ମାତ୍ର ସୀହାନରେ ରାଜା ଆପଣା ଦେଶ ମଧ୍ଯ ଦଇେ ଇଶ୍ରାୟେଲକୁ ୟାତ୍ରା କରିବାକୁ ଦେଲେ ନାହିଁ। ସେ ଆପଣାର ସମସ୍ତ ଲୋକଙ୍କୁ ଏକତ୍ରୀତ କରି ଇଶ୍ରାୟେଲ ବିରୁଦ୍ଧ ରେ ବାହାରିଲେ। ୟହସଠା ରେ ପହଞ୍ଚି ସେ ଇଶ୍ରାୟେଲର ବିରୁଦ୍ଧ ରେ ୟୁଦ୍ଧ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ସୀହୋନ ଆପଣା ସୀମା ଦେଇ ଇସ୍ରାଏଲକୁ ଯିବା ପାଇଁ ଦେଲେ ନାହିଁ; ମାତ୍ର ସୀହୋନ ଆପଣାର ସମସ୍ତ ଲୋକଙ୍କୁ ଏକତ୍ର କରି ଇସ୍ରାଏଲର ପ୍ରତିକୂଳରେ ପ୍ରାନ୍ତରକୁ ବାହାର ହେଲେ, ପୁଣି ଯହସରେ ଉପସ୍ଥିତ ହୋଇ ଇସ୍ରାଏଲ ବିରୁଦ୍ଧରେ ଯୁଦ୍ଧ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ସୀହୋନର ରାଜା ଆପଣା ଦେଶ ମଧ୍ୟଦେଇ ଇସ୍ରାଏଲକୁ ଯାତ୍ରା କରିବାକୁ ଦେଲେ ନାହିଁ। ସେ ଆପଣାର ସମସ୍ତ ଲୋକଙ୍କୁ ଏକତ୍ରିତ କରି ଇସ୍ରାଏଲ ବିରୁଦ୍ଧରେ ବାହାରିଲେ। ଯହସଠାରେ ପହଞ୍ଚି ସେ ଇସ୍ରାଏଲର ବିରୁଦ୍ଧରେ ଯୁଦ୍ଧ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ସୀହୋନ ଆପଣା ସୀମା ଦେଇ ଇସ୍ରାଏଲକୁ ଯିବା ପାଇଁ ଦେଲେ ନାହିଁ; ମାତ୍ର ସୀହୋନ ଆପଣାର ସମସ୍ତ ଲୋକଙ୍କୁ ଏକତ୍ର କରି ଇସ୍ରାଏଲର ପ୍ରତିକୂଳରେ ପ୍ରାନ୍ତରକୁ ବାହାର ହେଲେ, ପୁଣି, ଯହସରେ ଉପସ୍ଥିତ ହୋଇ ଇସ୍ରାଏଲ ବିରୁଦ୍ଧରେ ଯୁଦ୍ଧ କଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିରେ ସୀହୋନ ଆପଣା ସୀମା ଦେଇ ଇସ୍ରାଏଲକୁ ଯିବା ପାଇଁ ଦେଲେ ନାହିଁ; ମାତ୍ର ସୀହୋନ ଆପଣାର ସମସ୍ତ ଲୋକଙ୍କୁ ଏକତ୍ର କରି ଇସ୍ରାଏଲର ପ୍ରତିକୂଳରେ ପ୍ରାନ୍ତରକୁ ବାହାର ହେଲେ, ପୁଣି, ଯହସରେ ଉପସ୍ଥିତ ହୋଇ ଇସ୍ରାଏଲ ବିରୁଦ୍ଧରେ ଯୁଦ୍ଧ କଲେ।