Numbers 21:24 — Compare Translations
5 translations compared side by side
Odia - 1840
"ମାତ୍ର ଇଶ୍ରାୟେଲର ଲୋକମାନେ ରାଜାଙ୍କୁ ହତ୍ଯା କଲେ। ତା'ପରେ ସମାନେେ ଅର୍ଣୋନଠାରୁ ୟଦ୍ଦୋକ ପର୍ୟ୍ଯନ୍ତ ଅର୍ଥାତ୍ ଅେମ୍ମାନୀୟମାନଙ୍କର ସୀମା ପର୍ୟ୍ଯନ୍ତ ଅଗ୍ରସର ହେଲେ। ସମାନେେ ସମାନଙ୍କେର ଦେଶ ଅଧିକାର କଲେ କିନ୍ତୁ ଆଗକୁ ୟାଇ ପାରିଲେ ନାହିଁ। କାରଣ ଅେମ୍ମାନୀୟମାନେ ଶକ୍ତିଶାଳି ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଇସ୍ରାଏଲ ଖଡ଼୍ଗଧାରରେ ତାଙ୍କୁ ଆଘାତ କରି ଅର୍ଣ୍ଣୋନଠାରୁ ଯବ୍ବୋକ୍ ପର୍ଯ୍ୟନ୍ତ, ଅର୍ଥାତ୍, ଅମ୍ମୋନ୍-ସନ୍ତାନଗଣର ସୀମା ପର୍ଯ୍ୟନ୍ତ, ତାହାର ଦେଶ ଅଧିକାର କଲେ; କାରଣ ଅମ୍ମୋନ୍-ସନ୍ତାନଗଣର ସୀମା ଦୃଢ଼ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ଇସ୍ରାଏଲର ଲୋକମାନେ ରାଜାଙ୍କୁ ହତ୍ୟା କଲେ। ତା’ପରେ ସେମାନେ ଅର୍ଣ୍ଣୋନଠାରୁ ଯଦ୍ଦୋକ ପର୍ଯ୍ୟନ୍ତ ଅର୍ଥାତ୍ ଅମ୍ମୋନୀୟମାନଙ୍କର ସୀମା ପର୍ଯ୍ୟନ୍ତ ଅଗ୍ରସର ହେଲେ। ସେମାନେ ସେମାନଙ୍କର ଦେଶ ଅଧିକାର କଲେ କିନ୍ତୁ ଆଗକୁ ଯାଇ ପାରିଲେ ନାହିଁ। କାରଣ ଅମ୍ମୋନୀୟମାନେ ଶକ୍ତିଶାଳୀ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଇସ୍ରାଏଲ ଖଡ୍ଗଧାରରେ ତାଙ୍କୁ ଆଘାତ କରି ଅର୍ଣ୍ଣୋନଠାରୁ ଯବ୍ବୋକ୍ ପର୍ଯ୍ୟନ୍ତ, ଅର୍ଥାତ୍, ଅମ୍ମୋନ-ସନ୍ତାନଗଣଙ୍କର ସୀମା ପର୍ଯ୍ୟନ୍ତ, ତାହାର ଦେଶ ଅଧିକାର କଲେ; କାରଣ ଅମ୍ମୋନ-ସନ୍ତାନଗଣଙ୍କର ସୀମା ଦୃଢ଼ ଥିଲା।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଇସ୍ରାଏଲ ଖଡ୍ଗଧାରରେ ତାଙ୍କୁ ଆଘାତ କରି ଅର୍ଣ୍ଣୋନଠାରୁ ଯବ୍ବୋକ୍ ପର୍ଯ୍ୟନ୍ତ, ଅର୍ଥାତ୍, ଅମ୍ମୋନ ସନ୍ତାନଗଣଙ୍କର ସୀମା ପର୍ଯ୍ୟନ୍ତ, ତାହାର ଦେଶ ଅଧିକାର କଲେ; କାରଣ ଅମ୍ମୋନ-ସନ୍ତାନଗଣଙ୍କର ସୀମା ଦୃଢ଼ ଥିଲା।