Numbers 21:25 — Compare Translations

5 translations compared side by side

Odia - 1840
"ଏହିରୂପେ ଇଶ୍ରାୟେଲ ସେ ସମସ୍ତ ନଗର ଦଖଲ କଲେ। ଇଶ୍ରାୟେଲ ଇମାରେୀୟମାନଙ୍କ ସମସ୍ତ ନଗର ରେ ଅର୍ଥାତ୍ ହିଷବୋନ ରେ ଓ ତହିଁର ସମସ୍ତ ନଗର ରେ ବାସକଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହିରୂପେ ଇସ୍ରାଏଲ ସେହି ସମସ୍ତ ନଗର ହସ୍ତଗତ କଲେ ଓ ଇସ୍ରାଏଲ ଇମୋରୀୟମାନଙ୍କର ସମସ୍ତ ନଗରରେ, ଅର୍ଥାତ୍ ହିଷ୍ବୋନ୍ରେ ଓ ତହିଁର ସମସ୍ତ ନଗରରେ ବାସ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହିରୂପେ ଇସ୍ରାଏଲ ସେ ସମସ୍ତ ନଗର ଦଖଲ କଲେ। ଇସ୍ରାଏଲ ଇମୋରୀୟମାନଙ୍କ ସମସ୍ତ ନଗରରେ ଅର୍ଥାତ୍ ହି‌ଷ୍‌ବୋନରେ ଓ ତହିଁର ସମସ୍ତ ନଗରରେ ବାସକଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହିରୂପେ ଇସ୍ରାଏଲ ସେହି ସମସ୍ତ ନଗର ହସ୍ତଗତ କଲେ ଓ ଇସ୍ରାଏଲ ଇମୋରୀୟମାନଙ୍କର ସମସ୍ତ ନଗରରେ, ଅର୍ଥାତ୍‍ ହିଷ୍‍ବୋନରେ ଓ ତହିଁର ସମସ୍ତ ନଗରରେ ବାସ କଲେ।
Odia IRV 2017 (ଓଡିଆ ବାଇବେଲ)
ଏହିରୂପେ ଇସ୍ରାଏଲ ସେହି ସମସ୍ତ ନଗର ହସ୍ତଗତ କଲେ ଓ ଇସ୍ରାଏଲ ଇମୋରୀୟମାନଙ୍କର ସମସ୍ତ ନଗରରେ, ଅର୍ଥାତ୍‍ ହିଷ୍‍ବୋନରେ ଓ ତହିଁର ସମସ୍ତ ନଗରରେ ବାସ କଲେ।