Numbers 21:26 — Compare Translations

5 translations compared side by side

Odia - 1840
"କାରଣ ହିଷ୍ ବୋନ ଇ ମାରେୀଯମାନଙ୍କ ରାଜା ସୀହାନଙ୍କେ ରାଜକୀଯ ନଗର ଥିଲା। ସେ ମାଯାେବର ପୂର୍ବ ରାଜା ବିପକ୍ଷ ରେ ୟୁଦ୍ଧ କଲେ ଏବଂ ଅର୍ଣୋନ୍ ପର୍ୟ୍ଯନ୍ତ ଦେଶ ଅଧିକାର କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ହିଷ୍ବୋନ୍ ଇମୋରୀୟମାନଙ୍କ ରାଜା ସୀହୋନଙ୍କ ନଗର ଥିଲା, ସେ ମୋୟାବର ପୂର୍ବ ରାଜାର ପ୍ରତିକୂଳରେ ଯୁଦ୍ଧ କରି ତାହା ହସ୍ତରୁ ଅର୍ଣ୍ଣୋନ୍ ପର୍ଯ୍ୟନ୍ତ ତାହାର ସମସ୍ତ ଦେଶ ନେଇଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
କାରଣ ହି‌ଷ୍‌ବୋନ ଇମୋରୀୟମାନଙ୍କ ରାଜା ସୀହୋନଙ୍କ ରାଜକୀୟ ନଗର ଥିଲା। ସେ ମୋୟାବର ପୂର୍ବ ରାଜା ବିପକ୍ଷରେ ଯୁଦ୍ଧ କଲେ ଏବଂ ଅର୍ଣ୍ଣୋନ ପର୍ଯ୍ୟନ୍ତ ଦେଶ ଅଧିକାର କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ହିଷ୍‍ବୋନ ଇମୋରୀୟମାନଙ୍କ ରାଜା ସୀହୋନଙ୍କ ନଗର ଥିଲା, ସେ ମୋୟାବର ପୂର୍ବ ରାଜାର ପ୍ରତିକୂଳରେ ଯୁଦ୍ଧ କରି ତାହା ହସ୍ତରୁ ଅର୍ଣ୍ଣୋନ ପର୍ଯ୍ୟନ୍ତ ତାହାର ସମସ୍ତ ଦେଶ ନେଇଥିଲେ।
Odia IRV 2017 (ଓଡିଆ ବାଇବେଲ)
କାରଣ ହିଷ୍‍ବୋନ ଇମୋରୀୟମାନଙ୍କ ରାଜା ସୀହୋନଙ୍କ ନଗର ଥିଲା, ସେ ମୋୟାବର ପୂର୍ବ ରାଜାର ପ୍ରତିକୂଳରେ ଯୁଦ୍ଧ କରି ତାହା ହସ୍ତରୁ ଅର୍ଣ୍ଣୋନ ପର୍ଯ୍ୟନ୍ତ ତାହାର ସମସ୍ତ ଦେଶ ନେଇଥିଲେ।