Numbers 21:27 — Compare Translations
5 translations compared side by side
Odia - 1840
"ଏଥି ନିମନ୍ତେ କବିମାନେ କହନ୍ତି,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏନିମନ୍ତେ କବିମାନେ କହନ୍ତି, “ତୁମ୍ଭେମାନେ ହିଷ୍ବୋନ୍କୁ ଆସ, ସୀହୋନର ନଗର ନିର୍ମିତ ଓ ଦୃଢ଼ୀକୃତ ହେଉ;
Odia Bible ERV 2004 (ପବିତ୍ର ବାଇବଲ)
ଏଥିନିମନ୍ତେ କବିମାନେ କହନ୍ତି, “ତୁମ୍ଭେମାନେ ହିଷ୍ବୋନକୁ ଆସ, ସୀହୋନ ନଗର ନିର୍ମିତ ହେଉ ଓ ଦୃଢ଼ିଭୂତ ହେଉ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏନିମନ୍ତେ କବିମାନେ କହନ୍ତି, “ତୁମ୍ଭେମାନେ ହିଷ୍ବୋନକୁ ଆସ, ସୀହୋନର ନଗର ନିର୍ମିତ ଓ ଦୃଢ଼ୀକୃତ ହେଉ;
Odia IRV 2017 (ଓଡିଆ ବାଇବେଲ)
ଏନିମନ୍ତେ କବିମାନେ କହନ୍ତି, “ତୁମ୍ଭେମାନେ ହିଷ୍ବୋନକୁ ଆସ, ସୀହୋନର ନଗର ନିର୍ମିତ ଓ ଦୃଢ଼ୀକୃତ ହେଉ;