Numbers 21:28 — Compare Translations

5 translations compared side by side

Odia - 1840
"ହିଷ୍ ବୋନଠାରୁ ଅଗ୍ନି ନିର୍ଗତ ହାଇେଅଛି। ଏକ ଶିଖା ସୀହାନେ ନଗରକୁ ବାହାରିଲା। ସହେି ଅଗ୍ନି ମାୟୋବର ଆର ନଗରକୁ ଧ୍ବଂସ କଲା ଏବଂ ଅର୍ଣୋନର ପର୍ବତଗୁଡିକୁ ଧ୍ବଂସ କଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ହିଷ୍ବୋନ୍‍ଠାରୁ ଅଗ୍ନି, ସୀହୋନ ନଗରଠାରୁ ଅଗ୍ନିଶିଖା ନିର୍ଗତ ହୋଇଅଛି; ତାହା ମୋୟାବର ଆର ନଗରକୁ, ଅର୍ଣ୍ଣୋନସ୍ଥ ଉଚ୍ଚସ୍ଥଳୀର ଦେବଗଣକୁ ଗ୍ରାସ କରିଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ହି‌ଷ୍‌ବୋନଠାରୁ ଅଗ୍ନି ନିର୍ଗତ ହୋଇଅଛି। ଏକ ଶିଖା ସୀହୋନ ନଗରରୁ ବାହାରିଲା। ସେହି ଅଗ୍ନି ମୋୟାବର ଆର ନଗରକୁ ଧ୍ୱଂସ କଲା ଏବଂ ଅର୍ଣ୍ଣୋନର ପର୍ବତଗୁଡ଼ିକୁ ଧ୍ୱଂସ କଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ହିଷ୍‍ବୋନଠାରୁ ଅଗ୍ନି, ସୀହୋନ ନଗରଠାରୁ ଅଗ୍ନିଶିଖା ନିର୍ଗତ ହୋଇଅଛି; ତାହା ମୋୟାବର ଆର ନଗରକୁ, ଅର୍ଣ୍ଣୋନସ୍ଥ ଉଚ୍ଚସ୍ଥଳୀର ଦେବଗଣକୁ ଗ୍ରାସ କରିଅଛି।
Odia IRV 2017 (ଓଡିଆ ବାଇବେଲ)
କାରଣ ହିଷ୍‍ବୋନଠାରୁ ଅଗ୍ନି, ସୀହୋନ ନଗରଠାରୁ ଅଗ୍ନିଶିଖା ନିର୍ଗତ ହୋଇଅଛି; ତାହା ମୋୟାବର ଆର ନଗରକୁ, ଅର୍ଣ୍ଣୋନସ୍ଥ ଉଚ୍ଚସ୍ଥଳୀର ଦେବଗଣକୁ ଗ୍ରାସ କରିଅଛି।