Numbers 21:29 — Compare Translations
5 translations compared side by side
Odia - 1840
"ହେ ମାୟୋବ ତୁମ୍ଭେ ଦୁଃଖିତ ଅଟ। ତୁମ୍ଭେ କମାେଶର ଲୋକମାନଙ୍କୁ ହରାଇଛ। ତା'ର ପୁତ୍ରଗଣ ପଳାଯନ କରିଛନ୍ତି, ତା'ର କନ୍ଯାମାନେ ଇ ମାରେୀଯ ଶାସକ କର୍ତ୍ତା ରାଜା ସୀହାନେ ହସ୍ତ ରେ ବନ୍ଦୀ ହାଇେଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ମୋୟାବ, ତୁମ୍ଭର ସନ୍ତାପ ହେଲା! ହେ କମୋଶର ଲୋକଗଣ, ତୁମ୍ଭେମାନେ ଉଚ୍ଛିନ୍ନ ହେଲ; ସେ ତାହାର ପୁତ୍ରଗଣକୁ ପଳାତକ ରୂପେ ଓ ତାହାର କନ୍ୟାଗଣକୁ ବନ୍ଦୀ ରୂପେ ଇମୋରୀୟ ରାଜା ସୀହୋନର ହସ୍ତରେ ସମର୍ପଣ କରିଅଛି;
Odia Bible ERV 2004 (ପବିତ୍ର ବାଇବଲ)
ହେ ମୋୟାବ, ତୁମ୍ଭେ ଦୁଃଖିତ ଅଟ। ତୁମ୍ଭେ କମୋଶର ଲୋକମାନଙ୍କୁ ହରାଇଛ। ତା’ର ପୁତ୍ରଗଣ ପଳାୟନ କରିଛନ୍ତି, ତା’ର କନ୍ୟାମାନେ ଇମୋରୀୟ ଶାସକ କର୍ତ୍ତା ରାଜା ସୀହୋନ ହସ୍ତରେ ବନ୍ଦୀ ହୋଇଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ମୋୟାବ, ତୁମ୍ଭର ସନ୍ତାପ ହେଲା! ହେ କମୋଶର ଲୋକଗଣ, ତୁମ୍ଭେମାନେ ଉଚ୍ଛିନ୍ନ ହେଲ; ସେ ତାହାର ପୁତ୍ରଗଣକୁ ପଳାତକ ରୂପେ ଓ ତାହାର କନ୍ୟାଗଣକୁ ବନ୍ଦୀ ରୂପେ ଇମୋରୀୟ ରାଜା ସୀହୋନର ହସ୍ତରେ ସମର୍ପଣ କରିଅଛି;
Odia IRV 2017 (ଓଡିଆ ବାଇବେଲ)