Numbers 21:3 — Compare Translations
5 translations compared side by side
Odia - 1840
"ତହୁଁ ସଦାପ୍ରଭୁ ସମାନଙ୍କେ ପ୍ରାର୍ଥନା ଶୁଣିଲେ, ସେ କିଣାନୀଯମାନଙ୍କୁ ଇଶ୍ରାୟେଲ ହସ୍ତ ରେ ସମର୍ପଣ କଲେ ଓ ସମାନଙ୍କେ ସମସ୍ତ ନଗର ବର୍ଜନୀଯ ରୂପେ ବିନାଶ ହେଲା। ତେଣୁ ସହେି ସ୍ଥାନର ନାମ ହର୍ମା ହେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ସଦାପ୍ରଭୁ ଇସ୍ରାଏଲର ରବରେ କର୍ଣ୍ଣପାତ କରି ସେହି କିଣାନୀୟମାନଙ୍କୁ ସମର୍ପଣ କଲେ; ତହିଁରେ ସେମାନେ ସେମାନଙ୍କୁ ଓ ସେମାନଙ୍କ ସମସ୍ତ ନଗର ବର୍ଜନୀୟ ରୂପେ ବିନାଶ କଲେ, ପୁଣି ସେହି ସ୍ଥାନର ନାମ ହର୍ମା (ବର୍ଜିତ) ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ତହୁଁ ସଦାପ୍ରଭୁ ସେମାନଙ୍କ ପ୍ରାର୍ଥନା ଶୁଣିଲେ, ସେ କିଣାନୀୟମାନଙ୍କୁ ଇସ୍ରାଏଲ ହସ୍ତରେ ସମର୍ପଣ କଲେ ଓ ସେମାନଙ୍କ ସମସ୍ତ ନଗର ବର୍ଜ୍ଜନୀୟ ରୂପେ ବିନାଶ ହେଲା। ତେଣୁ ସେହି ସ୍ଥାନର ନାମ ହର୍ମା ହେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ସଦାପ୍ରଭୁ ଇସ୍ରାଏଲର ରବରେ କର୍ଣ୍ଣପାତ କରି ସେହି କିଣାନୀୟମାନଙ୍କୁ ସମର୍ପଣ କଲେ; ତହିଁରେ ସେମାନେ ସେମାନଙ୍କୁ ଓ ସେମାନଙ୍କ ସମସ୍ତ ନଗର ସମ୍ପୂର୍ଣ୍ଣ ରୂପେ ବିନାଶ କଲେ, ପୁଣି, ସେହି ସ୍ଥାନର ନାମ ହର୍ମା ହେଲା।
Odia IRV 2017 (ଓଡିଆ ବାଇବେଲ)
ଏଥିରେ ସଦାପ୍ରଭୁ ଇସ୍ରାଏଲର ରବରେ କର୍ଣ୍ଣପାତ କରି ସେହି କିଣାନୀୟମାନଙ୍କୁ ସମର୍ପଣ କଲେ; ତହିଁରେ ସେମାନେ ସେମାନଙ୍କୁ ଓ ସେମାନଙ୍କ ସମସ୍ତ ନଗର ସମ୍ପୂର୍ଣ୍ଣ ରୂପେ ବିନାଶ କଲେ, ପୁଣି, ସେହି ସ୍ଥାନର ନାମ ହର୍ମା ହେଲା।