Numbers 21:30 — Compare Translations

5 translations compared side by side

Odia - 1840
"ସମାନଙ୍କେର ଭବିଷ୍ଯତ୍ ବଂଶଧରଗଣ ହିଷ୍ ବୋନଠାରୁ ଦୀବୋନ ପର୍ୟ୍ଯନ୍ତ ଧ୍ବଂସ ହାଇେଛନ୍ତି। ଆମ୍ଭମାନେେ ସମାନଙ୍କେୁ ଶର ନିକ୍ଷପେ କରିଅଛୁ। ହିଷବୋନ୍ ଦୀବୋନ୍ ପର୍ୟ୍ଯନ୍ତ ହେଲା। ଆମ୍ଭମାନେେ ନୋଫହ ପର୍ୟ୍ଯନ୍ତ ଧ୍ବଂସ କଲୁ, ଯାହା ମଦବୋ ନିକଟରେ ଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେମାନେ ସେମାନଙ୍କୁ ବାଣ ମାରିଅଛୁ; ହିଷ୍ବୋନ୍ ଦୀବୋନ୍ ପର୍ଯ୍ୟନ୍ତ ବିନଷ୍ଟ ହେଲା, ଆମ୍ଭେମାନେ ନୋଫହ ପର୍ଯ୍ୟନ୍ତ ଧ୍ଵଂସ କଲୁ, ତାହା ମେଦବା ପର୍ଯ୍ୟନ୍ତ ବ୍ୟାପଇ ।”
Odia Bible ERV 2004 (ପବିତ୍ର ବାଇବଲ)
ସେମାନଙ୍କର ଭବିଷ୍ୟଦ୍ ବଂଶଧରଗଣ ହି‌ଷ୍‌ବୋନଠାରୁ ଦୀବୋନ ପର୍ଯ୍ୟନ୍ତ ଧ୍ୱଂସ ହୋଇଛନ୍ତି। ଆମ୍ଭେମାନେ ସେମାନଙ୍କୁ ଶର ନିକ୍ଷେପ କରିଅଛୁ। ହି‌ଷ୍‌ବୋନ୍ ଦୀବୋନ୍ ପର୍ଯ୍ୟନ୍ତ ହେଲା। ଆମ୍ଭେମାନେ ନୋଫହ ପର୍ଯ୍ୟନ୍ତ ଧ୍ୱଂସ କଲୁ, ଯାହା ମେଦବା ନିକଟରେ ଅଛି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେମାନେ ସେମାନଙ୍କୁ ବାଣ ମାରିଅଛୁ; ହିଷ୍‍ବୋନ ଦୀବୋନ୍ ପର୍ଯ୍ୟନ୍ତ ବିନଷ୍ଟ ହେଲା, ଆମ୍ଭେମାନେ ନୋଫହ ପର୍ଯ୍ୟନ୍ତ ଧ୍ୱଂସ କଲୁ, ତାହା ମେଦବା ପର୍ଯ୍ୟନ୍ତ ବ୍ୟାପଇ।”
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେମାନେ ସେମାନଙ୍କୁ ବାଣ ମାରିଅଛୁ; ହିଷ୍‍ବୋନ ଦୀବୋନ୍‍ ପର୍ଯ୍ୟନ୍ତ ବିନଷ୍ଟ ହେଲା, ଆମ୍ଭେମାନେ ନୋଫହ ପର୍ଯ୍ୟନ୍ତ ଧ୍ୱଂସ କଲୁ, ତାହା ମେଦବା ପର୍ଯ୍ୟନ୍ତ ବ୍ୟାପଇ।”