Numbers 21:32 — Compare Translations

5 translations compared side by side

Odia - 1840
"ମାଶାେ ୟା ସରେ ଅନୁସନ୍ଧାନ କରିବାପାଇଁ ତାଙ୍କର ଲୋକ ପଠାଇଲେ ଏବଂ ତାଙ୍କର ଲୋକମାନେ ତହିଁର ସମସ୍ତ େଛାଟ ନଗରଗୁଡିକୁ ଅକ୍ତିଆର କଲେ ଓ ସଠାେରେ ବାସ କରୁଥିବା ଇ ମାରେୀଯମାନଙ୍କୁ ତଡି ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ମୋଶା ଯାସେର ଅନୁସନ୍ଧାନ କରିବା ପାଇଁ ଲୋକ ପଠାନ୍ତେ, ସେମାନେ ତହିଁର ସକଳ ନଗର ହସ୍ତଗତ କଲେ ଓ ସେଠାସ୍ଥିତ ଇମୋରୀୟମାନଙ୍କୁ ତଡ଼ି ଦେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ମୋଶା ଯାସେର ଅନୁସନ୍ଧାନ କରିବା ପାଇଁ ତାଙ୍କର ଲୋକ ପଠାଇଲେ ଏବଂ ତାଙ୍କର ଲୋକମାନେ ତହିଁର ସମସ୍ତ ଛୋଟ ନଗରଗୁଡ଼ିକୁ ଅକ୍ତିଆର କଲେ ଓ ସେଠାରେ ବାସ କରୁଥିବା ଇମୋରୀୟମାନଙ୍କୁ ତଡ଼ି ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ମୋଶା ଯାସେର ଅନୁସନ୍ଧାନ କରିବା ପାଇଁ ଲୋକ ପଠାନ୍ତେ, ସେମାନେ ତହିଁର ସକଳ ନଗର ହସ୍ତଗତ କଲେ ଓ ସେଠାସ୍ଥିତ ଇମୋରୀୟମାନଙ୍କୁ ତଡ଼ିଦେଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ମୋଶା ଯାସେର ଅନୁସନ୍ଧାନ କରିବା ପାଇଁ ଲୋକ ପଠାନ୍ତେ, ସେମାନେ ତହିଁର ସକଳ ନଗର ହସ୍ତଗତ କଲେ ଓ ସେଠାସ୍ଥିତ ଇମୋରୀୟମାନଙ୍କୁ ତଡ଼ି ଦେଲେ।