Numbers 21:33 — Compare Translations
5 translations compared side by side
Odia - 1840
"ତହୁଁ ସମାନେେ ବାଶନ ଆଡକୁ ଅଗ୍ରସର ହେଲେ। ବାଶନର ରାଜା ଓଗ ତାହାର ଲୋକମାନେ ସମାନଙ୍କେ ସହିତ ଇଦ୍ରିଯୀଠା ରେ ୟୁଦ୍ଧ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ସେମାନେ ଫେରି ବାଶନର ପଥ ଦେଇ ଉଠିଗଲେ; ତହିଁରେ ବାଶନର ରାଜା ଓଗ, ସେ ଓ ତାହାର ସମସ୍ତ ଲୋକ ସେମାନଙ୍କ ପ୍ରତିକୂଳରେ ବାହାର ହୋଇ ଇଦ୍ରିୟୀରେ ଯୁଦ୍ଧ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତହୁଁ ସେମାନେ ବାଶନ ଆଡ଼କୁ ଅଗ୍ରସର ହେଲେ। ବାଶନର ରାଜା ଓଗ ତାହାର ଲୋକମାନେ ସେମାନଙ୍କ ସହିତ ଇଦ୍ରିୟୀଠାରେ ଯୁଦ୍ଧ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ସେମାନେ ଫେରି ବାଶନର ପଥ ଦେଇ ଉଠିଗଲେ; ତହିଁରେ ବାଶନର ରାଜା ଓଗ୍, ସେ ଓ ତାହାର ସମସ୍ତ ଲୋକ ସେମାନଙ୍କ ପ୍ରତିକୂଳରେ ବାହାର ହୋଇ ଇଦ୍ରିୟୀରେ ଯୁଦ୍ଧ କଲେ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ସେମାନେ ଫେରି ବାଶନର ପଥ ଦେଇ ଉଠି ଗଲେ; ତହିଁରେ ବାଶନର ରାଜା ଓଗ୍, ସେ ଓ ତାହାର ସମସ୍ତ ଲୋକ ସେମାନଙ୍କ ପ୍ରତିକୂଳରେ ବାହାର ହୋଇ ଇଦ୍ରିୟୀରେ ଯୁଦ୍ଧ କଲେ।