Numbers 21:34 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ମାଶାଙ୍କେୁ କହିଲେ, ସେ ରାଜାକୁ ଭୟ କରନାହିଁ, କାରଣ ମୁଁ ତାହାକୁ, ତାହାର ସମସ୍ତ ଲୋକଙ୍କୁ ଓ ତାହାର ଦେଶକୁ ତୁମ୍ଭ ହସ୍ତ ରେ ସର୍ମପଣ କରିବି। ତୁମ୍ଭେ ହିଷବୋନବାସୀ ଇ ମାରେୀଯ ରାଜା ସୀହାନେ ପ୍ରତି ଯେପରି କରିଥିଲ, ତାହା ପ୍ରତି ସହେିପରି କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ସଦାପ୍ରଭୁ ମୋଶାଙ୍କୁ କହିଲେ, ତାହାକୁ ଭୟ କର ନାହିଁ; କାରଣ ଆମ୍ଭେ ତାହାକୁ ଓ ତାହାର ସମସ୍ତ ଲୋକଙ୍କୁ ଓ ତାହାର ଦେଶକୁ ତୁମ୍ଭ ହସ୍ତରେ ସମର୍ପଣ କଲୁ; ତୁମ୍ଭେ ହିଷ୍ବୋନ୍ବାସୀ ଇମୋରୀୟ ରାଜା ସୀହୋନ ପ୍ରତି ଯେରୂପ କଲ, ତାହା ପ୍ରତି ସେରୂପ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ମୋଶାଙ୍କୁ କହିଲେ, “ସେ ରାଜାକୁ ଭୟ କର ନାହିଁ, କାରଣ ମୁଁ ତାହାକୁ, ତାହାର ସମସ୍ତ ଲୋକଙ୍କୁ ଓ ତାହାର ଦେଶକୁ ତୁମ୍ଭ ହସ୍ତରେ ସର୍ମପଣ କରିବି। ତୁମ୍ଭେ ହି‌ଷ୍‌ବୋନବାସୀ ଇମୋରୀୟ ରାଜା ସୀହୋନ ପ୍ରତି ଯେପରି କରିଥିଲ, ତାହା ପ୍ରତି ସେହିପରି କରିବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ସମୟରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତାହାକୁ ଭୟ କର ନାହିଁ; କାରଣ ଆମ୍ଭେ ତାହାକୁ ଓ ତାହାର ସମସ୍ତ ଲୋକଙ୍କୁ ଓ ତାହାର ଦେଶକୁ ତୁମ୍ଭ ହସ୍ତରେ ସମର୍ପଣ କରିଅଛୁ; ତୁମ୍ଭେ ହିଷ୍‍ବୋନବାସୀ ଇମୋରୀୟ ରାଜା ସୀହୋନ ପ୍ରତି ଯେରୂପ କଲ, ତାହା ପ୍ରତି ସେରୂପ କରିବ।”
Odia IRV 2017 (ଓଡିଆ ବାଇବେଲ)