Numbers 21:35 — Compare Translations

5 translations compared side by side

Odia - 1840
"ଏଣୁ କହେି ଅବଶିଷ୍ଟ ନ ରହିବା ପର୍ୟ୍ଯନ୍ତ ସମାନେେ ତାହାକୁ ଓ ତାହାର ପୁତ୍ରଗଣକୁ ଓ ତାହାର ସମସ୍ତ ଲୋକଙ୍କୁ ଆକ୍ରମଣ କଲେ ଏବଂ ସମାନେେ ତାହାର ରାଜ୍ଯ ଅଧିକାର କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଣୁ ତାହାର କେହି ଅବଶିଷ୍ଟ ନ ରହିବା ପର୍ଯ୍ୟନ୍ତ ସେମାନେ ତାହାକୁ ଓ ତାହାର ପୁତ୍ରଗଣକୁ ଓ ତାହାର ସମସ୍ତ ଲୋକଙ୍କୁ ଆଘାତ କଲେ, ପୁଣି ସେମାନେ ତାହାର ଦେଶ ଅଧିକାର କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏଣୁ କେହି ଅବଶିଷ୍ଟ ନ ରହିବା ପର୍ଯ୍ୟନ୍ତ ସେମାନେ ତାହାକୁ ଓ ତାହାର ପୁତ୍ରଗଣକୁ ଓ ତାହାର ସମସ୍ତ ଲୋକଙ୍କୁ ଆକ୍ରମଣ କଲେ ଏବଂ ସେମାନେ ତାହାର ରାଜ୍ୟ ଅଧିକାର କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଣୁ ତାହାର କେହି ଅବଶିଷ୍ଟ ନ ରହିବା ପର୍ଯ୍ୟନ୍ତ ସେମାନେ ତାହାକୁ ଓ ତାହାର ପୁତ୍ରଗଣକୁ ଓ ତାହାର ସମସ୍ତ ଲୋକଙ୍କୁ ଆଘାତ କଲେ, ପୁଣି, ସେମାନେ ତାହାର ଦେଶ ଅଧିକାର କଲେ।
Odia IRV 2017 (ଓଡିଆ ବାଇବେଲ)
ଏଣୁ ତାହାର କେହି ଅବଶିଷ୍ଟ ନ ରହିବା ପର୍ଯ୍ୟନ୍ତ ସେମାନେ ତାହାକୁ ଓ ତାହାର ପୁତ୍ରଗଣକୁ ଓ ତାହାର ସମସ୍ତ ଲୋକଙ୍କୁ ଆଘାତ କଲେ, ପୁଣି, ସେମାନେ ତାହାର ଦେଶ ଅଧିକାର କଲେ।