Numbers 21:4 — Compare Translations
5 translations compared side by side
Odia - 1840
"ତା'ପରେ ସମାନେେ ଇଦୋମ ଦେଶ ପ୍ରଦକ୍ଷିଣ କରିବା ନିମନ୍ତେ ହାରେ ପର୍ବତରୁ ଲୋହିତ ସାଗର ପଥ ଦଇେ ୟାତ୍ରା କଲେ। ପୁଣି ଦୀର୍ଘପଥ ୟୋଗୁଁ ସମାନେେ ର୍ଧୈୟ୍ଯହରା ହାଇଗେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ସେମାନେ ଇଦୋମ ଦେଶ ପ୍ରଦକ୍ଷିଣ କରିବା ନିମନ୍ତେ ହୋର ପର୍ବତରୁ ସୂଫ ସାଗର ପଥ ଦେଇ ଯାତ୍ରା କଲେ; ପୁଣି ପଥ ସକାଶୁ ଲୋକମାନଙ୍କର ପ୍ରାଣ ଅତି ସାହସହୀନ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ପିତ୍ତଳ ସର୍ପ ତା’ପରେ ସେମାନେ ଇଦୋମ ଦେଶ ପ୍ରଦକ୍ଷିଣ କରିବା ନିମନ୍ତେ ହୋର ପର୍ବତରୁ ଲୋହିତ ସାଗର ପଥ ଦେଇ ଯାତ୍ରା କଲେ। ପୁଣି ଦୀର୍ଘପଥ ଯୋଗୁଁ ସେମାନେ ଧୈର୍ଯ୍ୟହରା ହୋଇଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ସେମାନେ ଇଦୋମ ଦେଶ ପ୍ରଦକ୍ଷିଣ କରିବା ନିମନ୍ତେ ହୋର ପର୍ବତରୁ ସୂଫ ସାଗର ପଥ ଦେଇ ଯାତ୍ରା କଲେ; ପୁଣି, ପଥ ସକାଶୁ ଲୋକମାନଙ୍କର ପ୍ରାଣ ଅତି ସାହସହୀନ ହେଲା।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ସେମାନେ ଇଦୋମ ଦେଶ ପ୍ରଦକ୍ଷିଣ କରିବା ନିମନ୍ତେ ହୋର ପର୍ବତରୁ ସୂଫ ସାଗର ପଥ ଦେଇ ଯାତ୍ରା କଲେ; ପୁଣି, ପଥ ସକାଶୁ ଲୋକମାନଙ୍କର ପ୍ରାଣ ଅତି ସାହସହୀନ ହେଲା।