Numbers 21:6 — Compare Translations

5 translations compared side by side

Odia - 1840
"ତେଣୁ ସଦାପ୍ରଭୁ ସମାନଙ୍କେ ମଧ୍ଯକୁ ବିଷଧର ସର୍ପ ପ୍ ରରଣେ କଲେ। ସହେି ସର୍ପମାନେ ଲୋକମାନଙ୍କୁ ଦଂଶନ କରିବାରୁ ଇଶ୍ରାୟେଲର ଅନକେ ଲୋକ ମଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ସଦାପ୍ରଭୁ ଲୋକମାନଙ୍କ ମଧ୍ୟକୁ ଦାହକ-ସର୍ପଣ ପ୍ରେରଣ କରନ୍ତେ, ସେମାନେ ଲୋକମାନଙ୍କୁ ଦଂଶନ କଲେ; ତହିଁରେ ଇସ୍ରାଏଲର ଅନେକ ଲୋକ ମଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ସଦାପ୍ରଭୁ ସେମାନଙ୍କ ମଧ୍ୟକୁ ବିଷଧର ସର୍ପ ପ୍ରେରଣ କଲେ। ସେହି ସର୍ପମାନେ ଲୋକମାନଙ୍କୁ ଦଂଶନ କରିବାରୁ ଇସ୍ରାଏଲର ଅନେକ ଲୋକ ମଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ସଦାପ୍ରଭୁ ଲୋକମାନଙ୍କ ମଧ୍ୟକୁ ବିଷାକ୍ତ ସର୍ପଗୁଡ଼ିକୁ ପ୍ରେରଣ କରନ୍ତେ, ସେମାନେ ଲୋକମାନଙ୍କୁ ଦଂଶନ କଲେ; ତହିଁରେ ଇସ୍ରାଏଲର ଅନେକ ଲୋକ ମଲେ।
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ସଦାପ୍ରଭୁ ଲୋକମାନଙ୍କ ମଧ୍ୟକୁ ବିଷାକ୍ତ ସର୍ପଗୁଡିକୁ ପ୍ରେରଣ କରନ୍ତେ, ସେମାନେ ଲୋକମାନଙ୍କୁ ଦଂଶନ କଲେ; ତହିଁରେ ଇସ୍ରାଏଲର ଅନେକ ଲୋକ ମଲେ।