Numbers 22:1 — Compare Translations
5 translations compared side by side
Odia - 1840
"ତା'ପରେ ଇଶ୍ରାୟେଲର ଲୋକମାନେ ମାୟୋବର ୟର୍ବ୍ଦନର ସମତଳ ଭୂମିକୁ ୟାତ୍ରା କଲେ। ସମାନେେ ୟର୍ବ୍ଦନ ନିକଟସ୍ଥ ଯିରୀହାଠାେ ରେ ସମାନଙ୍କେର ଛାଉଣୀ ସ୍ଥାପନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଇସ୍ରାଏଲ-ସନ୍ତାନଗଣ ଯାତ୍ରା କରି ଯିରୀହୋ-ନିକଟସ୍ଥ ଯର୍ଦ୍ଦନ ଆଗରେ ମୋୟାବ-ପଦାରେ ଛାଉଣି ସ୍ଥାପନ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ବିଲିୟମ ଓ ମୋୟାବର ରାଜା ତା’ପରେ ଇସ୍ରାଏଲର ଲୋକମାନେ ମୋୟାବର ଯର୍ଦ୍ଦନର ସମତଳ ଭୂମିକୁ ଯାତ୍ରା କଲେ। ସେମାନେ ଯର୍ଦ୍ଦନ ନିକଟସ୍ଥ ଯିରୀହୋଠାରେ ସେମାନଙ୍କର ଛାଉଣି ସ୍ଥାପନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ଯାତ୍ରା କରି ଯିରୀହୋ ନିକଟସ୍ଥ ଯର୍ଦ୍ଦନ ଆଗରେ ମୋୟାବ-ପଦାରେ ଛାଉଣି ସ୍ଥାପନ କଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଇସ୍ରାଏଲ ସନ୍ତାନଗଣ ଯାତ୍ରା କରି ଯିରୀହୋ-ନିକଟସ୍ଥ ଯର୍ଦ୍ଦନ ଆଗରେ ମୋୟାବ-ପଦାରେ ଛାଉଣି ସ୍ଥାପନ କଲେ।