Numbers 22:10 — Compare Translations

5 translations compared side by side

Odia - 1840
"ବିଲିଯମ ପରମେଶ୍ବରଙ୍କୁ କହିଲା, ମାୟୋବର ରାଜା ସିପ୍ପୋରର ପୁତ୍ର ବାଲାକ୍ ମାେ ନିକଟକୁ ଏକ ବାର୍ତ୍ତା ପଠାଇଅଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ବିଲୀୟମ ପରମେଶ୍ଵରଙ୍କୁ କହିଲା, ମୋୟାବର ରାଜା ସିପ୍ପୋରର ପୁତ୍ର ବାଲାକ ମୋʼ ନିକଟକୁ ଏହା କହି ପଠାଇ ଅଛନ୍ତି;
Odia Bible ERV 2004 (ପବିତ୍ର ବାଇବଲ)
ବିଲିୟମ ପରମେଶ୍ୱରଙ୍କୁ କହିଲା, “ମୋୟାବର ରାଜା ସି‌ପ୍‌ପୋରର ପୁତ୍ର ବାଲାକ୍ ମୋ’ ନିକଟକୁ ଏକ ବାର୍ତ୍ତା ପଠାଇଅଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ବିଲୀୟମ୍‍ ପରମେଶ୍ୱରଙ୍କୁ କହିଲା, “ମୋୟାବର ରାଜା ସିପ୍ପୋରର ପୁତ୍ର ବାଲାକ ମୋʼ ନିକଟକୁ ଏହା କହି ପଠାଇଅଛନ୍ତି;
Odia IRV 2017 (ଓଡିଆ ବାଇବେଲ)
ତହୁଁ ବିଲୀୟମ୍‍ ପରମେଶ୍ୱରଙ୍କୁ କହିଲା, “ମୋୟାବର ରାଜା ସିପ୍ପୋରର ପୁତ୍ର ବାଲାକ ମୋ’ ନିକଟକୁ ଏହା କହି ପଠାଇ ଅଛନ୍ତି;