Numbers 22:11 — Compare Translations

5 translations compared side by side

Odia - 1840
"ଦେଖ, ଏହି ଲୋକମାନେ ମିଶରରୁ ଆସିଛନ୍ତି। ସମାନଙ୍କେର ସଂଖ୍ଯା ଏତେ ଅଧିକ ଯେ ସମାନେେ ସମଗ୍ର ଦେଶକୁ ଆଚ୍ଛାଦିତ କରିଛନ୍ତି। ଆସ ଏବଂ ମାେ ତରଫରୁ ସମାନଙ୍କେୁ ଅଭିଶାପ ଦିଅ। ତାହାହେଲେ ଆମ୍ଭେ ସମାନଙ୍କେ ବିରୁଦ୍ଧ ରେ ୟୁଦ୍ଧ କରିବାକୁ ସମର୍ଥ ହବେୁ ଓ ସମାନଙ୍କେୁ ତଡି ଦଇେ ପାରିବୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦେଖ, ଏହି ଯେଉଁ ଲୋକମାନେ ମିସରରୁ ବାହାରି ଆସିଅଛନ୍ତି, ସେମାନେ ପୃଥବୀର ମୁଖ ଆଚ୍ଛନ୍ନ କରୁଅଛନ୍ତି; ଏବେ ତୁମ୍ଭେ ଆସି ଆମ୍ଭ ନିମନ୍ତେ ସେମାନଙ୍କୁ ଶାପ ଦିଅ, ହୋଇପାରେ, ଆମ୍ଭେ ସେମାନଙ୍କ ବିରୁଦ୍ଧରେ ଯୁଦ୍ଧ କରି ସେମାନଙ୍କୁ ତଡ଼ି ଦେଇ ପାରିବା ।
Odia Bible ERV 2004 (ପବିତ୍ର ବାଇବଲ)
ଦେଖ, ଏହି ଲୋକମାନେ ମିଶରରୁ ଆସିଛନ୍ତି। ସେମାନଙ୍କର ସଂଖ୍ୟା ଏତେ ଅଧିକ ଯେ ସେମାନେ ସମଗ୍ର ଦେଶକୁ ଆଚ୍ଛାଦିତ କରିଛନ୍ତି। ଆସ ଏବଂ ମୋ’ ତରଫରୁ ସେମାନଙ୍କୁ ଅଭିଶାପ ଦିଅ। ତାହାହେଲେ ଆମ୍ଭେ ସେମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବାକୁ ସମର୍ଥ ହେବୁ ଓ ସେମାନଙ୍କୁ ତଡ଼ି ଦେଇ ପାରିବୁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
‘ଦେଖ, ଏହି ଯେଉଁ ଲୋକମାନେ ମିସରରୁ ବାହାରି ଆସିଅଛନ୍ତି, ସେମାନେ ସମଗ୍ର ଦେଶକୁ ଆଚ୍ଛନ୍ନ କରିଅଛନ୍ତି; ଏବେ ତୁମ୍ଭେ ଆସି ଆମ୍ଭ ନିମନ୍ତେ ସେମାନଙ୍କୁ ଅଭିଶାପ ଦିଅ, ହୋଇପାରେ, ଆମ୍ଭେ ସେମାନଙ୍କ ବିରୁଦ୍ଧରେ ଯୁଦ୍ଧ କରି ସେମାନଙ୍କୁ ତଡ଼ିଦେଇ ପାରିବା।’”
Odia IRV 2017 (ଓଡିଆ ବାଇବେଲ)
ଦେଖ, ଏହି ଯେଉଁ ଲୋକମାନେ ମିସରରୁ ବାହାରି ଆସିଅଛନ୍ତି, ସେମାନେ ସମଗ୍ର ଦେଶକୁ ଆଚ୍ଛନ୍ନ କରିଅଛନ୍ତି; ଏବେ ତୁମ୍ଭେ ଆସି ଆମ୍ଭ ନିମନ୍ତେ ସେମାନଙ୍କୁ ଅଭିଶାପ ଦିଅ, ହୋଇପାରେ, ଆମ୍ଭେ ସେମାନଙ୍କ ବିରୁଦ୍ଧରେ ଯୁଦ୍ଧ କରି ସେମାନଙ୍କୁ ତଡ଼ି ଦେଇ ପାରିବା।”