Numbers 22:12 — Compare Translations
5 translations compared side by side
Odia - 1840
"କିନ୍ତୁ ପରମେଶ୍ବର ବିଲିଯମକୁ କହିଲେ, ତୁମ୍ଭେ ସମାନଙ୍କେ ସହିତ ୟିବା ଉଚିତ୍ ନୁହଁ, ତୁମ୍ଭେ ସହେି ଲୋକମାନଙ୍କୁ ଅଭିଶାପ ଦବୋ ଉଚିତ୍ ନୁହଁ। କାରଣ ଇଶ୍ରାୟେଲ ମାରେ ଦ୍ବାରା ଆଶୀର୍ବାଦ ପ୍ରାପ୍ତ ହାଇେଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ପରମେଶ୍ଵର ବିଲୀୟମକୁ କହିଲେ, ତୁମ୍ଭେ ସେମାନଙ୍କ ସଙ୍ଗେ ଯିବ ନାହିଁ; ତୁମ୍ଭେ ସେହି ଲୋକମାନଙ୍କୁ ଶାପ ଦେବ ନାହିଁ; କାରଣ ସେମାନେ ଆଶୀର୍ବାଦପ୍ରାପ୍ତ ଅଟନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ପରମେଶ୍ୱର ବିଲିୟମକୁ କହିଲେ, “ତୁମ୍ଭେ ସେମାନଙ୍କ ସହିତ ଯିବା ଉଚିତ୍ ନୁହଁ, ତୁମ୍ଭେ ସେହି ଲୋକମାନଙ୍କୁ ଅଭିଶାପ ଦେବା ଉଚିତ୍ ନୁହଁ। କାରଣ ଇସ୍ରାଏଲ ମୋର ଦ୍ୱାରା ଆଶୀର୍ବାଦ ପ୍ରାପ୍ତ ହୋଇଅଛି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ପରମେଶ୍ୱର ବିଲୀୟମ୍କୁ କହିଲେ, “ତୁମ୍ଭେ ସେମାନଙ୍କ ସଙ୍ଗେ ଯିବ ନାହିଁ; ତୁମ୍ଭେ ସେହି ଲୋକମାନଙ୍କୁ ଅଭିଶାପ ଦେବ ନାହିଁ; କାରଣ ସେମାନେ ଆଶୀର୍ବାଦ ପ୍ରାପ୍ତ ଅଟନ୍ତି।”
Odia IRV 2017 (ଓଡିଆ ବାଇବେଲ)
ତହିଁରେ ପରମେଶ୍ୱର ବିଲୀୟମ୍କୁ କହିଲେ, “ତୁମ୍ଭେ ସେମାନଙ୍କ ସଙ୍ଗେ ଯିବ ନାହିଁ; ତୁମ୍ଭେ ସେହି ଲୋକମାନଙ୍କୁ ଅଭିଶାପ ଦେବ ନାହିଁ; କାରଣ ସେମାନେ ଆଶୀର୍ବାଦପ୍ରାପ୍ତ ଅଟନ୍ତି।