Numbers 22:16 — Compare Translations
5 translations compared side by side
Odia - 1840
"ସମାନେେ ବିଲିଯମ ନିକଟକୁ ୟାଇ କହିଲେ, ସିପ୍ପୋର ପୁତ୍ର ବାଲାକ୍ ଏହି କଥା କହନ୍ତି, ଆମ୍ଭେ ବିନଯ କରୁଅଛୁ, ଆମ୍ଭ ନିକଟକୁ ଆସିବାକୁ ତୁମ୍ଭେ ବାରଣ କରିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ସେମାନେ ବିଲୀୟମ ନିକଟକୁ ଆସି ତାହାକୁ କହିଲେ, ସିପ୍ପୋରର ପୁତ୍ର ବାଲାକ ଏହି କଥା କହନ୍ତି, ଆମ୍ଭେ ବିନୟ କରୁଅଛୁ, ଆମ୍ଭ କତିକି ଆସିବାକୁ ତୁମ୍ଭେ ନିବାରିତ ହୁଅ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ବିଲିୟମ ନିକଟକୁ ଯାଇ କହିଲେ, “ସିପ୍ପୋରର ପୁତ୍ର ବାଲାକ୍ ଏହି କଥା କହନ୍ତି, ଆମ୍ଭେ ବିନୟ କରୁଅଛୁ, ଆମ୍ଭ ନିକଟକୁ ଆସିବାକୁ ତୁମ୍ଭେ ବାରଣ କରିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ସେମାନେ ବିଲୀୟମ୍ ନିକଟକୁ ଆସି ତାହାକୁ କହିଲେ, “ସିପ୍ପୋରର ପୁତ୍ର ବାଲାକ ଏହି କଥା କହନ୍ତି, ‘ଆମ୍ଭେ ବିନୟ କରୁଅଛୁ, ଆମ୍ଭ କତିକି ଆସିବାକୁ ତୁମ୍ଭେ ନିବାରିତ ହୁଅ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ସେମାନେ ବିଲୀୟମ୍ ନିକଟକୁ ଆସି ତାହାକୁ କହିଲେ, “ସିପ୍ପୋରର ପୁତ୍ର ବାଲାକ ଏହି କଥା କହନ୍ତି, ଆମ୍ଭେ ବିନୟ କରୁଅଛୁ, ଆମ୍ଭ କତିକୁ ଆସିବାକୁ ତୁମ୍ଭେ ନିବାରିତ ହୁଅ ନାହିଁ।”