Numbers 22:18 — Compare Translations
5 translations compared side by side
Odia - 1840
"ଏଥି ରେ ବିଲିଯମ ବାଲାକ୍ର ଦାସମାନଙ୍କୁ କହିଲେ, ଯଦି ବାଲାକ୍ ସୁନା ରୂପା ରେ ପରିପୂର୍ଣ ନିଜର ଗୃହକୁ ମାେତେ ଦଇେ ଦିଅନ୍ତି, ତଥାପି ମୁଁ ସଦାପ୍ରଭୁ ମାରେପରମେଶ୍ବରଙ୍କ ଆଜ୍ଞା ବାହାରକୁ ୟାଇ ପାରିବି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ବିଲୀୟମ ଉତ୍ତର ଦେଇ ବାଲାକଙ୍କ ଦାସମାନଙ୍କୁ କହିଲା, ଯଦ୍ୟପି ବାଲାକ ରୂପା ଓ ସୁନାରେ ପରିପୂର୍ଣ୍ଣ ଆପଣା ଗୃହ ମୋତେ ଦିଅନ୍ତି, ତଥାପି ଊଣା କି ଅଧିକ କରିବାକୁ ମୁଁ ଆପଣା ପରମେଶ୍ଵର ସଦାପ୍ରଭୁଙ୍କ ବାକ୍ୟର ବାହାରେ ଯାଇ ପାରେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଏଥିରେ ବିଲିୟମ ବାଲାକ୍ର ଦାସମାନଙ୍କୁ କହିଲେ, “ଯଦି ବାଲାକ୍ ସୁନା, ରୂପାରେ ପରିପୂର୍ଣ୍ଣ ନିଜର ଗୃହକୁ ମୋତେ ଦେଇ ଦିଅନ୍ତି, ତଥାପି ମୁଁ ସଦାପ୍ରଭୁ ମୋର ପରମେଶ୍ୱରଙ୍କ ଆଜ୍ଞା ବାହାରକୁ ଯାଇ ପାରିବି ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ବିଲୀୟମ୍ ଉତ୍ତର ଦେଇ ବାଲାକଙ୍କ ଦାସମାନଙ୍କୁ କହିଲା, “ଯଦ୍ୟପି ବାଲାକ ରୂପା ଓ ସୁନାରେ ପରିପୂର୍ଣ୍ଣ ଆପଣା ଗୃହ ମୋତେ ଦିଅନ୍ତି, ତଥାପି ଊଣା କି ଅଧିକ କରିବାକୁ ମୁଁ ଆପଣା ପରମେଶ୍ୱର ସଦାପ୍ରଭୁଙ୍କ ବାକ୍ୟର ବାହାରେ ଯାଇପାରେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଏଥିରେ ବିଲୀୟମ୍ ଉତ୍ତର ଦେଇ ବାଲାକଙ୍କ ଦାସମାନଙ୍କୁ କହିଲା, “ଯଦ୍ୟପି ବାଲାକ ରୂପା ଓ ସୁନାରେ ପରିପୂର୍ଣ୍ଣ ଆପଣା ଗୃହ ମୋତେ ଦିଅନ୍ତି, ତଥାପି ଊଣା କି ଅଧିକ କରିବାକୁ ମୁଁ ଆପଣା ପରମେଶ୍ୱର ସଦାପ୍ରଭୁଙ୍କ ବାକ୍ୟର ବାହାରେ ଯାଇ ପାରେ ନାହିଁ।