Numbers 22:20 — Compare Translations
5 translations compared side by side
Odia - 1840
"ସହେି ରାତ୍ରି ରେ ପରମେଶ୍ବର ବିଲିଯମ ନିକଟକୁ ଆସିଲେ ଏବଂ କହିଲେ, ଯଦି ଏହି ଲୋକମାନେ ତୁମ୍ଭକୁ ସମାନଙ୍କେ ସଙ୍ଗ ରେ ୟିବାକୁ ଅନୁ ରୋଧ କରୁଛନ୍ତି, ତୁମ୍ଭେ ୟାଇପାର, କିନ୍ତୁ ମୁଁ ତୁମ୍ଭକୁ ଯାହା କହିଅଛି, ତୁମ୍ଭେ ତାହାହିଁ କରିବା ଉଚିତ୍।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ପରମେଶ୍ଵର ରାତ୍ରିରେ ବିଲୀୟମ ନିକଟକୁ ଆସି କହିଲେ, ଯେବେ ଏହି ଲୋକମାନେ ତୁମ୍ଭକୁ ଡାକିବାକୁ ଆସନ୍ତି, ତେବେ ଉଠ, ସେମାନଙ୍କ ସଂଗେ ଯାଅ; ମାତ୍ର ଆମ୍ଭେ ତୁମ୍ଭକୁ ଯେଉଁ କଥା କହିବା; କେବଳ ତାହା ହିଁ ତୁମ୍ଭେ କହିବ ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ରାତ୍ରିରେ ପରମେଶ୍ୱର ବିଲିୟମ ନିକଟକୁ ଆସିଲେ ଏବଂ କହିଲେ, “ଯଦି ଏହି ଲୋକମାନେ ତୁମ୍ଭକୁ ସେମାନଙ୍କ ସଙ୍ଗରେ ଯିବାକୁ ଅନୁରୋଧ କରୁଛନ୍ତି, ତୁମ୍ଭେ ଯାଇପାର, କିନ୍ତୁ ମୁଁ ତୁମ୍ଭକୁ ଯାହା କହିଅଛି, ତୁମ୍ଭେ ତାହା ହିଁ କରିବା ଉଚିତ୍।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ପରମେଶ୍ୱର ରାତ୍ରିରେ ବିଲୀୟମ୍ ନିକଟକୁ ଆସି କହିଲେ, “ଯଦି ଏହି ଲୋକମାନେ ତୁମ୍ଭକୁ ଡାକିବାକୁ ଆସନ୍ତି, ତେବେ ଉଠ, ସେମାନଙ୍କ ସଙ୍ଗେ ଯାଅ; ମାତ୍ର ଆମ୍ଭେ ତୁମ୍ଭକୁ ଯେଉଁ କଥା କହିବା; କେବଳ ତାହା ହିଁ ତୁମ୍ଭେ କହିବ।”
Odia IRV 2017 (ଓଡିଆ ବାଇବେଲ)
ଏଥିରେ ପରମେଶ୍ୱର ରାତ୍ରିରେ ବିଲୀୟମ୍ ନିକଟକୁ ଆସି କହିଲେ, “ଯଦି ଏହି ଲୋକମାନେ ତୁମ୍ଭକୁ ଡାକିବାକୁ ଆସନ୍ତି, ତେବେ ଉଠ, ସେମାନଙ୍କ ସଙ୍ଗେ ଯାଅ; ମାତ୍ର ଆମ୍ଭେ ତୁମ୍ଭକୁ ଯେଉଁ କଥା କହିବା; କେବଳ ତାହା ହିଁ ତୁମ୍ଭେ କହିବ।”