Numbers 22:21 — Compare Translations
5 translations compared side by side
Odia - 1840
"ତା' ପରଦିନ, ବିଲିଯମ ନିଜର ଗଧ ଉପରେ ଆରୋହଣ କରି ମାୟୋବର ଅଧିପତିମାନଙ୍କ ସହିତ ଗମନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ବିଲୀୟମ ପ୍ରାତଃକାଳରେ ଉଠି ଆପଣା ଗର୍ଦ୍ଦଭୀ ସଜାଇ ମୋୟାବର ଅଧିପତିମାନଙ୍କ ସହିତ ଗମନ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ବିଲିୟମ ଓ ତାଙ୍କର ଗଧ ତା’ ପରଦିନ, ବିଲିୟମ ନିଜର ଗଧ ଉପରେ ଆରୋହଣ କରି ମୋୟାବର ଅଧିପତିମାନଙ୍କ ସହିତ ଗମନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ବିଲୀୟମ୍ ପ୍ରାତଃକାଳରେ ଉଠି ଆପଣା ଗର୍ଦ୍ଦଭୀ ସଜାଇ ମୋୟାବର ଅଧିପତିମାନଙ୍କ ସହିତ ଗମନ କଲା।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ବିଲୀୟମ୍ ପ୍ରାତଃକାଳରେ ଉଠି ଆପଣା ଗର୍ଦ୍ଦଭୀ ସଜାଇ ମୋୟାବର ଅଧିପତିମାନଙ୍କ ସହିତ ଗମନ କଲା।
Recommended Reading