Numbers 22:25 — Compare Translations
5 translations compared side by side
Odia - 1840
"ସେତବେେଳେ ଗଧ ସଦାପ୍ରଭୁଙ୍କ ଦୂତକୁ ଦେଖି କାନ୍ଥ ଆଡକୁ ଠଲେି ହାଇଯେିବାରୁ ବିଲିଯମ ଗୋଡ କାନ୍ଥ ରେ ଘସି ହାଇଗେଲା। ତେଣୁ ସେ ପୁନର୍ବାର ଗଧକୁ ଚାବୁକ୍ ମାରିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ଗର୍ଦ୍ଦଭୀ ସଦାପ୍ରଭୁଙ୍କ ଦୂତଙ୍କୁ ଦେଖି କାନ୍ଥ ଆଡ଼କୁ ଠେଲି ହୋଇ ଯିବାରୁ ବିଲୀୟମର ଗୋଡ଼ କାନ୍ଥରେ ଘଷି ହେଲା; ତହିଁରେ ସେ ପୁନର୍ବାର ତାହାକୁ ପ୍ରହାର କଲା ।
Odia Bible ERV 2004 (ପବିତ୍ର ବାଇବଲ)
ସେତେବେଳେ ଗଧ ସଦାପ୍ରଭୁଙ୍କ ଦୂତକୁ ଦେଖି କାନ୍ଥ ଆଡ଼କୁ ଠେଲି ହୋଇଯିବାରୁ ବିଲିୟମର ଗୋଡ଼ କାନ୍ଥରେ ଘସି ହୋଇଗଲା। ତେଣୁ ସେ ପୁନର୍ବାର ଗଧକୁ ଗ୍ଭବୁକ ମାରିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ସମୟରେ ଗର୍ଦ୍ଦଭୀ ସଦାପ୍ରଭୁଙ୍କ ଦୂତଙ୍କୁ ଦେଖି କାନ୍ଥ ଆଡ଼କୁ ଠେଲି ହୋଇ ଯିବାରୁ ବିଲୀୟମ୍ର ଗୋଡ଼ କାନ୍ଥରେ ଘଷି ହେଲା; ତହିଁରେ ସେ ପୁନର୍ବାର ତାହାକୁ ପ୍ରହାର କଲା।
Odia IRV 2017 (ଓଡିଆ ବାଇବେଲ)
ସେହି ସମୟରେ ଗର୍ଦ୍ଦଭୀ ସଦାପ୍ରଭୁଙ୍କ ଦୂତଙ୍କୁ ଦେଖି କାନ୍ଥ ଆଡ଼କୁ ଠେଲି ହୋଇ ଯିବାରୁ ବିଲୀୟମ୍ର ଗୋଡ଼ କାନ୍ଥରେ ଘଷି ହେଲା; ତହିଁରେ ସେ ପୁନର୍ବାର ତାହାକୁ ପ୍ରହାର କଲା।