Numbers 22:28 — Compare Translations
5 translations compared side by side
Odia - 1840
"ତହୁଁ ସଦାପ୍ରଭୁ ଗଧ ମୁଖ ରେ ଭାଷା ଦେଲେ, ତେଣୁ ସେ ବିଲିଯମକୁ କହିଲା, ମୁଁ ତୁମ୍ଭର କ'ଣ କଲି? କାହିଁକି ତୁମ୍ଭେ ରାଗି ମାେତେ ତିନିଥର ପ୍ରହାର କଲ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ସଦାପ୍ରଭୁ ଗର୍ଦ୍ଦଭୀର ମୁଖ ଫିଟାଇଲେ, ତେଣୁ ସେ ବିଲୀୟମକୁ କହିଲା, ମୁଁ ତୁମ୍ଭର କଅଣ କଲି ଯେ, ତୁମ୍ଭେ ମୋତେ ଏହି ତିନିଥର ପ୍ରହାର କଲ?
Odia Bible ERV 2004 (ପବିତ୍ର ବାଇବଲ)
ତହୁଁ ସଦାପ୍ରଭୁ ଗଧ ମୁଖରେ ଭାଷା ଦେଲେ, ତେଣୁ ସେ ବିଲିୟମକୁ କହିଲା, “ମୁଁ ତୁମ୍ଭର କ’ଣ କଲି? କାହିଁକି ତୁମ୍ଭେ ରାଗି ମୋତେ ତିନିଥର ପ୍ରହାର କଲ?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ସଦାପ୍ରଭୁ ଗର୍ଦ୍ଦଭୀର ମୁଖ ଫିଟାଇଲେ, ତେଣୁ ସେ ବିଲୀୟମ୍କୁ କହିଲା, “ମୁଁ ତୁମ୍ଭର କଅଣ କଲି ଯେ, ତୁମ୍ଭେ ମୋତେ ଏହି ତିନି ଥର ପ୍ରହାର କଲ।”
Odia IRV 2017 (ଓଡିଆ ବାଇବେଲ)
ତହୁଁ ସଦାପ୍ରଭୁ ଗର୍ଦ୍ଦଭୀର ମୁଖ ଫିଟାଇଲେ, ତେଣୁ ସେ ବିଲୀୟମ୍କୁ କହିଲା, “ମୁଁ ତୁମ୍ଭର କଅଣ କଲି ଯେ, ତୁମ୍ଭେ ମୋତେ ଏହି ତିନିଥର ପ୍ରହାର କଲ।”