Numbers 22:29 — Compare Translations
5 translations compared side by side
Odia - 1840
"ତହୁଁ ବିଲିଯମ ଗଧକୁ କହିଲା, କାରଣ ତୁମ୍ଭେ ମାେତେ ଦେଖିବାକୁ ନିର୍ବୋଧପରି କଲ। ଯଦି ମାେ ହାତ ରେ ଖଣ୍ତା ଥାନ୍ତା ମୁଁ ତୋତେ ବର୍ତ୍ତମାନ ହତ୍ଯା କରିଥାନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ବିଲୀୟମ ଗର୍ଦ୍ଦଭୀକି କହିଲା, କାରଣ ତୁ ମୋତେ ପରିହାସ କରୁଅଛୁ; ମୋʼ ହାତରେ ଖଣ୍ତା ଥିଲେ ମୁଁ ଏବେ ତୋତେ ବଧ କରନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ତହୁଁ ବିଲିୟମ ଗଧକୁ କହିଲା, “କାରଣ ତୁମ୍ଭେ ମୋତେ ଦେଖିବାକୁ ନିର୍ବୋଧପରି କଲ। ଯଦି ମୋ’ ହାତରେ ଖଣ୍ତା ଥା’ନ୍ତା, ମୁଁ ତୋତେ ବର୍ତ୍ତମାନ ହତ୍ୟା କରିଥା’ନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ବିଲୀୟମ୍ ଗର୍ଦ୍ଦଭୀକୁ କହିଲା, “କାରଣ ତୁ ମୋତେ ପରିହାସ କରୁଅଛୁ; ମୋʼ ହାତରେ ଖଣ୍ଡା ଥିଲେ ମୁଁ ଏବେ ତୋତେ ବଧ କରନ୍ତି।”
Odia IRV 2017 (ଓଡିଆ ବାଇବେଲ)
ତେବେ ବିଲୀୟମ୍ ଗର୍ଦ୍ଦଭୀକୁ କହିଲା, “କାରଣ ତୁ ମୋତେ ପରିହାସ କରୁଅଛୁ; ମୋ’ ହାତରେ ଖଣ୍ଡା ଥିଲେ ମୁଁ ଏବେ ତୋତେ ବଧ କରନ୍ତି।”