Numbers 22:30 — Compare Translations
5 translations compared side by side
Odia - 1840
"ପୁଣି ଗଧ ବିଲିଯମକୁ କହିଲା, ତୁମ୍ଭେ ଜନ୍ମାବଧି ଆଜି ପର୍ୟ୍ଯନ୍ତ ଯେଉଁ ଗଧ ଉପରେ ଚଢି ଆସିଅଛ, ମୁଁ କ'ଣ ତୁମ୍ଭର ସହେି ଗଧ ନୁହେଁ? ମୁଁ କ'ଣ ଅତୀତ ରେ ତୁମ୍ଭ ପ୍ରତି କବେେ ଏପରି ବ୍ଯବହାର କରିଥିଲି?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଗର୍ଦ୍ଦଭୀ ବିଲୀୟମକୁ କହିଲା, ତୁମ୍ଭେ ଜନ୍ମାବଧି ଆଜି ପର୍ଯ୍ୟନ୍ତ ଯାହା ଉପରେ ଚଢ଼ି ଆସିଅଛ, ମୁଁ କି ତୁମ୍ଭର ସେହି ଗର୍ଦ୍ଦଭୀ ନୁହେଁ? ମୁଁ କି ପୂର୍ବେ କେବେ ତୁମ୍ଭ ପ୍ରତି ଏପରି କରିଥିଲି? ତହୁଁ ସେ କହିଲା, ‘ନାʼ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ଗଧ ବିଲିୟମକୁ କହିଲା, “ତୁମ୍ଭେ ଜନ୍ମାବଧି ଆଜି ପର୍ଯ୍ୟନ୍ତ ଯେଉଁ ଗଧ ଉପରେ ଚଢ଼ି ଆସିଅଛ, ମୁଁ କ’ଣ ତୁମ୍ଭର ସେହି ଗଧ ନୁହେଁ? ମୁଁ କ’ଣ ଅତୀତରେ ତୁମ୍ଭ ପ୍ରତି କେବେ ଏପରି ବ୍ୟବହାର କରିଥିଲି?” ତହୁଁ ସେ କହିଲା, “ନା।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଗର୍ଦ୍ଦଭୀ ବିଲୀୟମ୍କୁ କହିଲା, “ତୁମ୍ଭେ ଜନ୍ମାବଧି ଆଜି ପର୍ଯ୍ୟନ୍ତ ଯାହା ଉପରେ ଚଢ଼ି ଆସିଅଛ, ମୁଁ କି ତୁମ୍ଭର ସେହି ଗର୍ଦ୍ଦଭୀ ନୁହେଁ? ମୁଁ କି ପୂର୍ବେ କେବେ ତୁମ୍ଭ ପ୍ରତି ଏପରି କରିଥିଲି?” ତହୁଁ ସେ କହିଲା, “ନା।”
Odia IRV 2017 (ଓଡିଆ ବାଇବେଲ)
ପୁଣି, ଗର୍ଦ୍ଦଭୀ ବିଲୀୟମ୍କୁ କହିଲା, “ତୁମ୍ଭେ ଜନ୍ମାବଧି ଆଜି ପର୍ଯ୍ୟନ୍ତ ଯାହା ଉପରେ ଚଢ଼ି ଆସିଅଛ, ମୁଁ କି ତୁମ୍ଭର ସେହି ଗର୍ଦ୍ଦଭୀ ନୁହେଁ? ମୁଁ କି ପୂର୍ବେ କେବେ ତୁମ୍ଭ ପ୍ରତି ଏପରି କରିଥିଲି”? ତହୁଁ ସେ କହିଲା, “ନା।”