Numbers 22:31 — Compare Translations

5 translations compared side by side

Odia - 1840
"ଏଥି ରେ ସଦାପ୍ରଭୁ ବିଲିଯମର ଚକ୍ଷୁ ଖାଲିେ ଦେଲେ ଏବଂ ସେ ସଦାପ୍ରଭୁଙ୍କ ଦୂତକୁ ପଥ ମଧିଅରେ ଖଡ୍ଗ ଧାରଣ କରି ଛିଡା ହାଇେଥିବା ଦେଖିଲା। ତହିଁରେ ସେ ହତାଶ ହାଇେ ଭୂମିରେ ପଡି ଗଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ସଦାପ୍ରଭୁ ବିଲୀୟମର ଚକ୍ଷୁ ପ୍ରସନ୍ନ କରନ୍ତେ, ସେ ସଦାପ୍ରଭୁଙ୍କ ଦୂତଙ୍କୁ ପଥ ମଧ୍ୟରେ ନିଷ୍କୋଷ ଖଡ଼୍‍ଗ ହସ୍ତରେ ଧରି ଠିଆ ହୋଇଥିବାର ଦେଖିଲା; ତହିଁରେ ସେ ମସ୍ତକ ନୁଆଁଇ ମୁହଁ ମାଡ଼ି ପଡ଼ିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଏଥିରେ ସଦାପ୍ରଭୁ ବିଲିୟମର ଚକ୍ଷୁ ଖୋଲି ଦେଲେ ଏବଂ ସେ ସଦାପ୍ରଭୁଙ୍କ ଦୂତକୁ ପଥ ମଧ୍ୟରେ ଖ‌ଡ଼୍‌ଗ ଧାରଣ କରି ଛିଡ଼ା ହୋଇଥିବା ଦେଖିଲା। ତହିଁରେ ସେ ହତାଶ ହୋଇ ଭୂମିରେ ପଡ଼ି ଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ସଦାପ୍ରଭୁ ବିଲୀୟମ୍‍ର ଚକ୍ଷୁ ପ୍ରସନ୍ନ କରନ୍ତେ, ସେ ସଦାପ୍ରଭୁଙ୍କ ଦୂତଙ୍କୁ ପଥ ମଧ୍ୟରେ ନିଷ୍କୋଷ ଖଡ୍ଗ ହସ୍ତରେ ଧରି ଠିଆ ହୋଇଥିବାର ଦେଖିଲା; ତହିଁରେ ସେ ମସ୍ତକ ନୁଆଁଇ ମୁହଁ ମାଡ଼ି ପଡ଼ିଲା।
Odia IRV 2017 (ଓଡିଆ ବାଇବେଲ)
ଏଥିରେ ସଦାପ୍ରଭୁ ବିଲୀୟମ୍‍ର ଚକ୍ଷୁ ପ୍ରସନ୍ନ କରନ୍ତେ, ସେ ସଦାପ୍ରଭୁଙ୍କ ଦୂତଙ୍କୁ ପଥ ମଧ୍ୟରେ ନିଷ୍କୋଷ ଖଡ୍ଗ ହସ୍ତରେ ଧରି ଠିଆ ହୋଇଥିବାର ଦେଖିଲା; ତହିଁରେ ସେ ମସ୍ତକ ନୁଆଁଇ ମୁହଁ ମାଡ଼ି ପଡ଼ିଲା।