Numbers 22:33 — Compare Translations
5 translations compared side by side
Odia - 1840
"ତୁମ୍ଭର ଗଧ ମାେତେ ଦେଖି ତିନିଥର ମାେ ସମ୍ମୁଖରୁ ଚାଲିଗଲା। ସେ ଯବେେ ମାେ ସମ୍ମୁଖରୁ ଫରେି ୟାଇନଥାନ୍ତା, ତବେେ ନିଶ୍ଚଯ ମୁଁ ଗଧକୁ ଜୀବିତ ରଖି ତୁମ୍ଭଙ୍କୁ ବଧ କରିଥାନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଗର୍ଦ୍ଦଭୀ ଆମ୍ଭକୁ ଦେଖି ଏହି ତିନିଥର ଆମ୍ଭ ସମ୍ମୁଖରୁ ଫେରିଲା; ସେ ଯେବେ ଆମ୍ଭ ସମ୍ମୁଖରୁ ଫେରି ନ ଥାʼନ୍ତା, ତେବେ ନିଶ୍ଚୟ ଆମ୍ଭେ ତୁମ୍ଭକୁ ବଧ କରିଥାʼନ୍ତୁ, ଆଉ ତାହାକୁ ଜୀଅନ୍ତା ରଖିଥାʼନ୍ତୁ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭର ଗଧ ମୋତେ ଦେଖି ତିନିଥର ମୋ’ ସମ୍ମୁଖରୁ ଗ୍ଭଲିଗଲା। ସେ ଯେବେ ମୋ’ ସମ୍ମୁଖରୁ ଫେରି ଯାଇ ନ ଥା’ନ୍ତା, ତେବେ ନିଶ୍ଚୟ ମୁଁ ଗଧକୁ ଜୀବିତ ରଖି ତୁମ୍ଭଙ୍କୁ ବଧ କରିଥା’ନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଗର୍ଦ୍ଦଭୀ ଆମ୍ଭକୁ ଦେଖି ଏହି ତିନି ଥର ଆମ୍ଭ ସମ୍ମୁଖରୁ ଫେରିଲା; ସେ ଯଦି ଆମ୍ଭ ସମ୍ମୁଖରୁ ଫେରି ନ ଥାʼନ୍ତା, ତେବେ ନିଶ୍ଚୟ ଆମ୍ଭେ ତୁମ୍ଭକୁ ବଧ କରିଥାʼନ୍ତୁ, ଆଉ ତାହାକୁ ଜୀଅନ୍ତା ରଖିଥାʼନ୍ତୁ।”
Odia IRV 2017 (ଓଡିଆ ବାଇବେଲ)
ପୁଣି, ଗର୍ଦ୍ଦଭୀ ଆମ୍ଭକୁ ଦେଖି ଏହି ତିନିଥର ଆମ୍ଭ ସମ୍ମୁଖରୁ ଫେରିଲା; ସେ ଯଦି ଆମ୍ଭ ସମ୍ମୁଖରୁ ଫେରି ନ ଥା’ନ୍ତା, ତେବେ ନିଶ୍ଚୟ ଆମ୍ଭେ ତୁମ୍ଭକୁ ବଧ କରିଥା’ନ୍ତୁ, ଆଉ ତାହାକୁ ଜୀଅନ୍ତା ରଖିଥା’ନ୍ତୁ।”