Numbers 22:34 — Compare Translations

5 translations compared side by side

Odia - 1840
"ତହୁଁ ବିଲିଯମ ସଦାପ୍ରଭିଙ୍କ ଦୂତକୁ କହିଲା, ମୁଁ ପାପ କରିଅଛି, କାରଣ ତୁମ୍ଭେ ମାେ ବିପକ୍ଷ ରେ ପଥରେ ଠିଆ ହାଇେଅଛ। ଏହା ମୁଁ ଜାଣି ନ ଥିଲି। ମାେ ୟାତ୍ରା ଯଦି ତୁମ୍ଭ ଦୃଷ୍ଟି ରେ ମନ୍ଦ ହୁଏ, ତବେେ ମୁଁ ଗୃହକୁ ଫରେିୟିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ବିଲୀୟମ ସଦାପ୍ରଭୁଙ୍କ ଦୂତଙ୍କୁ କହିଲା, ‘ମୁଁ ପାପ କରିଅଛିʼ; କାରଣ ତୁମ୍ଭେ ଯେ ମୋʼ ବିପକ୍ଷରେ ପଥରେ ଠିଆ ହୋଇଅଛ; ତାହା ମୁଁ ଜାଣିଲି ନାହିଁ; ଏଣୁ ଏବେ, ଯେବେ ତାହା ତୁମ୍ଭ ଦୃଷ୍ଟିରେ ମନ୍ଦ ହୁଏ, ତେବେ ମୁଁ ଫେରିଯିବି ।
Odia Bible ERV 2004 (ପବିତ୍ର ବାଇବଲ)
ତହୁଁ ବିଲିୟମ ସଦାପ୍ରଭୁଙ୍କ ଦୂତକୁ କହିଲା, “ମୁଁ ପାପ କରିଅଛି, କାରଣ ତୁମ୍ଭେ ମୋ’ ବିପକ୍ଷରେ ପଥରେ ଠିଆ ହୋଇଅଛ। ଏହା ମୁଁ ଜାଣି ନ ଥିଲି। ମୋ’ ଯାତ୍ରା ଯଦି ତୁମ୍ଭ ଦୃଷ୍ଟିରେ ମନ୍ଦ ହୁଏ, ତେବେ ମୁଁ ଗୃହକୁ ଫେରିଯିବି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ବିଲୀୟମ୍‍ ସଦାପ୍ରଭୁଙ୍କ ଦୂତଙ୍କୁ କହିଲା, “ମୁଁ ପାପ କରିଅଛି; କାରଣ ତୁମ୍ଭେ ଯେ ମୋʼ ବିପକ୍ଷରେ ପଥରେ ଠିଆ ହୋଇଅଛ; ତାହା ମୁଁ ଜାଣିଲି ନାହିଁ; ଏଣୁ ଏବେ, ଯଦି ତାହା ତୁମ୍ଭ ଦୃଷ୍ଟିରେ ମନ୍ଦ ହୁଏ, ତେବେ ମୁଁ ଫେରିଯିବି।”
Odia IRV 2017 (ଓଡିଆ ବାଇବେଲ)
ତହିଁରେ ବିଲୀୟମ୍‍ ସଦାପ୍ରଭୁଙ୍କ ଦୂତଙ୍କୁ କହିଲା, “ମୁଁ ପାପ କରିଅଛି; କାରଣ ତୁମ୍ଭେ ଯେ ମୋ’ ବିପକ୍ଷରେ ପଥରେ ଠିଆ ହୋଇଅଛ; ତାହା ମୁଁ ଜାଣିଲି ନାହିଁ; ଏଣୁ ଏବେ, ଯଦି ତାହା ତୁମ୍ଭ ଦୃଷ୍ଟିରେ ମନ୍ଦ ହୁଏ, ତେବେ ମୁଁ ଫେରିଯିବି।”