Numbers 22:35 — Compare Translations
5 translations compared side by side
Odia - 1840
"ତା'ପରେ ସଦାପ୍ରଭୁଙ୍କ ଦୂତ ବିଲିଯମକୁ କହିଲେ, ସହେି ଲୋକମାନଙ୍କ ସଙ୍ଗେ ୟାଅ। ମାତ୍ର ଆମ୍ଭେ ତୁମ୍ଭକୁ ଯେଉଁ କଥା କହିବା କବଳେ ତାହା ତୁମ୍ଭେ କହିବ। ତହୁଁ ବିଲିଯମ ବାଲାକଙ୍କ ଅଧିପତିମାନଙ୍କ ସହିତ ଗମନ କଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସଦାପ୍ରଭୁଙ୍କ ଦୂତ ବିଲୀୟମକୁ କହିଲେ, ସେହି ଲୋକମାନଙ୍କ ସଙ୍ଗେ ଯାଅ; ମାତ୍ର ଆମ୍ଭେ ତୁମ୍ଭକୁ ଯେଉଁ କଥା କହିବା, କେବଳ ତାହା ତୁମ୍ଭେ କହିବ । ତହିଁରେ ବିଲୀୟମ ବାଲାକଙ୍କ ଅଧିପତିମାନଙ୍କ ସହିତ ଗମନ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ସଦାପ୍ରଭୁଙ୍କ ଦୂତ ବିଲିୟମକୁ କହିଲେ, “ସେହି ଲୋକମାନଙ୍କ ସଙ୍ଗେ ଯାଅ। ମାତ୍ର ଆମ୍ଭେ ତୁମ୍ଭକୁ ଯେଉଁ କଥା କହିବା କେବଳ ତାହା ତୁମ୍ଭେ କହିବ।” ତହୁଁ ବିଲିୟମ ବାଲାକଙ୍କ ଅଧିପତିମାନଙ୍କ ସହିତ ଗମନ କଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସଦାପ୍ରଭୁଙ୍କ ଦୂତ ବିଲୀୟମ୍କୁ କହିଲେ, “ସେହି ଲୋକମାନଙ୍କ ସଙ୍ଗେ ଯାଅ; ମାତ୍ର ଆମ୍ଭେ ତୁମ୍ଭକୁ ଯେଉଁ କଥା କହିବା, କେବଳ ତାହା ତୁମ୍ଭେ କହିବ।” ତହିଁରେ ବିଲୀୟମ୍ ବାଲାକଙ୍କ ଅଧିପତିମାନଙ୍କ ସହିତ ଗମନ କଲା।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ସଦାପ୍ରଭୁଙ୍କ ଦୂତ ବିଲୀୟମ୍କୁ କହିଲେ, “ସେହି ଲୋକମାନଙ୍କ ସଙ୍ଗେ ଯାଅ; ମାତ୍ର ଆମ୍ଭେ ତୁମ୍ଭକୁ ଯେଉଁ କଥା କହିବା, କେବଳ ତାହା ତୁମ୍ଭେ କହିବ।” ତହିଁରେ ବିଲୀୟମ୍ ବାଲାକଙ୍କ ଅଧିପତିମାନଙ୍କ ସହିତ ଗମନ କଲା।