Numbers 22:36 — Compare Translations
5 translations compared side by side
Odia - 1840
"ବାଲାକ୍ ଶୁଣିଲା ଯେ, ବିଲିଯମ ଆସୁଅଛି, ତେଣୁ ସେ (ବାଲାକ୍) ମାୟୋବ ନଗରକୁ ବିଲିଯମକୁ ସାକ୍ଷାତ କରିବା ପାଇଁ ଗଲେ। ଅର୍ଣୋନ ନଦୀ ନିକଟସ୍ଥ ଦେଶର ଉପାନ୍ତ ରେ ସହେି ନଗର ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ବିଲୀୟମର ଆଗମନ ସମ୍ଵାଦ ଶୁଣି ବାଲାକ ତାହା ସଙ୍ଗେ ଭେଟିବା ପାଇଁ ଦେଶର ପ୍ରାନ୍ତସ୍ଥିତ ଅର୍ଣ୍ଣୋନର ସୀମାନ୍ତବର୍ତ୍ତୀ ମୋୟାବ ନଗରକୁ ଗମନ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ବାଲାକ୍ ଶୁଣିଲା ଯେ, ବିଲିୟମ ଆସୁଅଛି, ତେଣୁ ସେ (ବାଲାକ୍) ମୋୟାବ ନଗରକୁ ବିଲିୟମକୁ ସାକ୍ଷାତ କରିବା ପାଇଁ ଗଲେ। ଅର୍ଣ୍ଣୋନ ନଦୀ ନିକଟସ୍ଥ ଦେଶର ଉପାନ୍ତରେ ସେହି ନଗର ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ବିଲୀୟମ୍ର ଆଗମନ ସମ୍ବାଦ ଶୁଣି ବାଲାକ ତାହା ସଙ୍ଗେ ଭେଟିବା ପାଇଁ ଦେଶର ପ୍ରାନ୍ତସ୍ଥିତ ଅର୍ଣ୍ଣୋନର ସୀମାନ୍ତବର୍ତ୍ତୀ ମୋୟାବ ନଗରକୁ ଗମନ କଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ବିଲୀୟମ୍ର ଆଗମନ ସମ୍ବାଦ ଶୁଣି ବାଲାକ ତାହା ସଙ୍ଗେ ଭେଟିବା ପାଇଁ ଦେଶର ପ୍ରାନ୍ତସ୍ଥିତ ଅର୍ଣ୍ଣୋନର ସୀମାନ୍ତବର୍ତ୍ତୀ ମୋୟାବ ନଗରକୁ ଗମନ କଲେ।