Numbers 22:37 — Compare Translations

5 translations compared side by side

Odia - 1840
"ବାଲାକ୍ ବିଲିଯମକୁ କହିଲେ, ମୁଁ ତୁମ୍ଭକୁ ମାରେ କୁଳିନମାନଙ୍କ ମାଧ୍ଯମ ରେ ନିମନ୍ତ୍ରଣ କଲି। କିନ୍ତୁ ତୁମ୍ଭେ ଆସିଲ ନାହିଁ। ମୁଁ କ'ଣ ତୁମ୍ଭକୁ ପୁରସ୍କାର ଦବୋକୁ ସମର୍ଥ ନୁହେଁ କି?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ବାଲାକ ବିଲୀୟମକୁ କହିଲେ, ଆମ୍ଭେ କି ତୁମ୍ଭକୁ ଡାକିବା ପାଇଁ ଅତି ଯନିରେ ଲୋକ ପଠାଇଲୁ ନାହିଁ? ତୁମ୍ଭେ କାହିଁକି ଆମ୍ଭ ନିକଟକୁ ଆସିଲ ନାହିଁ? ଆମ୍ଭେ କି ତୁମ୍ଭକୁ ସମ୍ଭ୍ରମ ଦେଇ ସମ୍ଭ୍ରାନ୍ତ କରିବାକୁ ନିତା; ଅସମର୍ଥ?
Odia Bible ERV 2004 (ପବିତ୍ର ବାଇବଲ)
ବାଲାକ୍ ବିଲିୟମକୁ କହିଲେ, “ମୁଁ ତୁମ୍ଭକୁ ମୋର କୁଳିନମାନଙ୍କ ମାଧ୍ୟମରେ ନିମନ୍ତ୍ରଣ କଲି। କିନ୍ତୁ ତୁମ୍ଭେ ଆସିଲ ନାହିଁ। ମୁଁ କ’ଣ ତୁମ୍ଭକୁ ପୁରସ୍କାର ଦେବାକୁ ସମର୍ଥ ନୁହେଁ କି?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ବାଲାକ ବିଲୀୟମ୍‍କୁ କହିଲେ, “ଆମ୍ଭେ କି ତୁମ୍ଭକୁ ଡାକିବା ପାଇଁ ଅତି ଯତ୍ନରେ ଲୋକ ପଠାଇଲୁ ନାହିଁ? ତୁମ୍ଭେ କାହିଁକି ଆମ୍ଭ ନିକଟକୁ ଆସିଲ ନାହିଁ? ଆମ୍ଭେ କି ତୁମ୍ଭକୁ ସମ୍ଭ୍ରମ ଦେଇ ସମ୍ଭ୍ରାନ୍ତ କରିବାକୁ ନିତାନ୍ତ ଅସମର୍ଥ?”
Odia IRV 2017 (ଓଡିଆ ବାଇବେଲ)
ପୁଣି, ବାଲାକ ବିଲୀୟମ୍‍କୁ କହିଲେ, “ଆମ୍ଭେ କି ତୁମ୍ଭକୁ ଡାକିବା ପାଇଁ ଅତି ଯତ୍ନରେ ଲୋକ ପଠାଇଲୁ ନାହିଁ? ତୁମ୍ଭେ କାହିଁକି ଆମ୍ଭ ନିକଟକୁ ଆସିଲ ନାହିଁ? ଆମ୍ଭେ କି ତୁମ୍ଭକୁ ସମ୍ଭ୍ରମ ଦେଇ ସମ୍ଭ୍ରାନ୍ତ କରିବାକୁ ନିତାନ୍ତ ଅସମର୍ଥ?”