Numbers 22:38 — Compare Translations

5 translations compared side by side

Odia - 1840
"ତହୁଁ ବିଲିଯମ ବାଲାକଙ୍କୁ କହିଲା, ମୁଁ ତୁମ୍ଭ ନିକଟକୁ ଆସିଛି, ମାତ୍ର ପରମେଶ୍ବର, ମାେ ମୁଖ ରେ ଯେଉଁ ବାକ୍ଯ ଦବେେ ତାହା ହିଁ ମୁଁ କହିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ବିଲୀୟମ ବାଲାକଙ୍କୁ କହିଲା, ଏହି ଦେଖ, ମୁଁ ତୁମ୍ଭ ନିକଟକୁ ଆସିଲି; ମାତ୍ର ଏବେ କୌଣସି କଥା କହିବାକୁ କି ମୋହର କିଛି ସାମର୍ଥ୍ୟ ଅଛି? ପରମେଶ୍ଵର ମୋʼ ମୁଖରେ ଯେଉଁ ବାକ୍ୟ ଦେବେ ତାହା ହିଁ ମୁଁ କହିବି ।
Odia Bible ERV 2004 (ପବିତ୍ର ବାଇବଲ)
ତହୁଁ ବିଲିୟମ ବାଲାକଙ୍କୁ କହିଲା, “ମୁଁ ତୁମ୍ଭ ନିକଟକୁ ଆସିଛି, ମାତ୍ର ପରମେଶ୍ୱର, ମୋ’ ମୁଖରେ ଯେଉଁ ବାକ୍ୟ ଦେବେ ତାହା ହିଁ ମୁଁ କହିବି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ବିଲୀୟମ୍‍ ବାଲାକଙ୍କୁ କହିଲା, “ଏହି ଦେଖ, ମୁଁ ତୁମ୍ଭ ନିକଟକୁ ଆସିଅଛି; ମାତ୍ର ଏବେ କୌଣସି କଥା କହିବାକୁ କି ମୋହର କିଛି ସାମର୍ଥ୍ୟ ଅଛି? ପରମେଶ୍ୱର ମୋʼ ମୁଖରେ ଯେଉଁ ବାକ୍ୟ ଦେବେ ତାହା ହିଁ ମୁଁ କହିବି।”
Odia IRV 2017 (ଓଡିଆ ବାଇବେଲ)
ତହୁଁ ବିଲୀୟମ୍‍ ବାଲାକଙ୍କୁ କହିଲା, “ଏହି ଦେଖ, ମୁଁ ତୁମ୍ଭ ନିକଟକୁ ଆସିଅଛି; ମାତ୍ର ଏବେ କୌଣସି କଥା କହିବାକୁ କି ମୋହର କିଛି ସାମର୍ଥ୍ୟ ଅଛି? ପରମେଶ୍ୱର ମୋ’ ମୁଖରେ ଯେଉଁ ବାକ୍ୟ ଦେବେ ତାହା ହିଁ ମୁଁ କହିବି।”