Numbers 22:39 — Compare Translations
5 translations compared side by side
Odia - 1840
"ଏହାପରେ ବିଲିଯମ ବାଲାକ୍ ସହିତ ଗମନ କରି କିରିଯତ ହୁଷୋତର ଉପସ୍ଥିତ ହେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ବିଲୀୟମ ବାଲାକ ସହିତ ଗମନ କରି କିରୀୟତ୍-ହୁଷୋତରେ ଉପସ୍ଥିତ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ବିଲିୟମ ବାଲାକ୍ ସହିତ ଗମନ କରି କିରିୟତ ହୁଷୋତରେ ଉପସ୍ଥିତ ହେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ବିଲୀୟମ୍ ବାଲାକ ସହିତ ଗମନ କରି କିରୀୟଥ୍-ହୁଷୋତରେ ଉପସ୍ଥିତ ହେଲା।
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରେ ବିଲୀୟମ୍ ବାଲାକ ସହିତ ଗମନ କରି କିରୀୟଥ୍-ହୁଷୋତରେ ଉପସ୍ଥିତ ହେଲା।