Numbers 22:4 — Compare Translations

5 translations compared side by side

Odia - 1840
"ମାୟୋବ ମଦିଯନୀଯ ପ୍ରାଚୀନଗଣକୁ କହିଲେ ଯେ, ଏହିସବୁ ଲୋକମାନେ ଗାଈପରି ସମଗ୍ର ଇଶ୍ରାୟେଲ ଭୂମିରେ ଚରିଯିବେ। ଗୋରୁ ଯେପରି ପଦାରୁ ଘାସ ଚାଟିଖାଏ, ସହେିପରି ଏହି ଜନତା ଆମ୍ଭମାନଙ୍କ ଚତୁର୍ଦ୍ଦିଗସ୍ଥ ସବୁ ଚାଟି ପକାଇବେ। ସେ ସମୟରେ ବାଲାକ୍ ମାୟୋବର ରାଜା ଥିଲେ। ସେ ସିପ୍ପୋର ପୁତ୍ର ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ମୋୟାବ ମିଦୀୟନୀୟ ପ୍ରାଚୀନଗଣକୁ କହିଲେ, ଗୋରୁ ଯେପରି ପଦାରୁ ଘାସ ଚାଟି ଖାଏ, ସେପରି ଏହି ଜନତା ଆମ୍ଭମାନଙ୍କ ଚତୁର୍ଦ୍ଦିଗସ୍ଥ ସବୁ ଚାଟି ପକାଇବେ । ଏହି ସମୟରେ ସିପ୍ପୋରର ପୁତ୍ର ବାଲାକ ମୋୟାବର ରାଜା ଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ମୋୟାବ ମିଦିୟନୀୟ ପ୍ରାଚୀନଗଣକୁ କହିଲେ ଯେ, “ଏହିସବୁ ଲୋକମାନେ ଗାଈପରି ସମଗ୍ର ଇସ୍ରାଏଲ ଭୂମିରେ ଚରିଯିବେ। ଗୋରୁ ଯେପରି ପଦାରୁ ଘାସ ଗ୍ଭଟିଖାଏ, ସେହିପରି ଏହି ଜନତା ଆମ୍ଭମାନଙ୍କ ଚତୁର୍ଦ୍ଦିଗସ୍ଥ ସବୁ ଗ୍ଭଟି ପକାଇବେ।” ସେ ସମୟରେ ବାଲାକ୍ ମୋୟାବର ରାଜା ଥିଲେ। ସେ ସି‌ପ୍‌ପୋର ପୁତ୍ର ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ମୋୟାବ ମିଦୀୟନୀୟ ପ୍ରାଚୀନଗଣକୁ କହିଲେ, “ଗୋରୁ ଯେପରି ପଦାରୁ ଘାସ ଚାଟି ଖାଏ, ସେପରି ଏହି ଜନତା ଆମ୍ଭମାନଙ୍କ ଚତୁର୍ଦ୍ଦିଗସ୍ଥ ସବୁ ଚାଟି ପକାଇବେ। ଏହି ସମୟରେ ସିପ୍ପୋରର ପୁତ୍ର ବାଲାକ ମୋୟାବର ରାଜା ଥିଲେ।”
Odia IRV 2017 (ଓଡିଆ ବାଇବେଲ)
ଏଥିରେ ମୋୟାବ ମିଦୀୟନୀୟ ପ୍ରାଚୀନଗଣକୁ କହିଲେ, “ଗୋରୁ ଯେପରି ପଦାରୁ ଘାସ ଚାଟି ଖାଏ, ସେପରି ଏହି ଜନତା ଆମ୍ଭମାନଙ୍କ ଚତୁର୍ଦ୍ଦିଗସ୍ଥ ସବୁ ଚାଟି ପକାଇବେ। ଏହି ସମୟରେ ସିପ୍ପୋରର ପୁତ୍ର ବାଲାକ ମୋୟାବର ରାଜା ଥିଲେ।”