Numbers 22:40 — Compare Translations
5 translations compared side by side
Odia - 1840
"ତହୁଁ ବାଲାକ୍ କିଛି ଗାଈ ଓ ମଷେ ବଳିଦାନ କରି ବିଲିଯମ ତାହାର (ବାଲାକ୍) ସଗୀଂ ଅଧିପତିମାନଙ୍କୁ ମାଂସ ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ବାଲାକ ଗୋରୁ ଓ ମେଷ ବଳିଦାନ କରି ବିଲୀୟମ ଓ ତାହାର ସଙ୍ଗୀ ଅଧିପତିମାନଙ୍କ ନିକଟକୁ ପଠାଇଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତହୁଁ ବାଲାକ୍ କିଛି ଗାଈ ଓ ମେଷ ବଳିଦାନ କରି ବିଲିୟମ ତାହାର (ବାଲାକ୍) ସଙ୍ଗୀ ଅଧିପତିମାନଙ୍କୁ ମାଂସ ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ବାଲାକ ଗୋରୁ ଓ ମେଷ ବଳିଦାନ କରି ବିଲୀୟମ୍ ଓ ତାହାର ସଙ୍ଗୀ ଅଧିପତିମାନଙ୍କ ନିକଟକୁ ପଠାଇଲେ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ବାଲାକ ଗୋରୁ ଓ ମେଷ ବଳିଦାନ କରି ବିଲୀୟମ୍ ଓ ତାହାର ସଙ୍ଗୀ ଅଧିପତିମାନଙ୍କ ନିକଟକୁ ପଠାଇଲେ।