Numbers 22:41 — Compare Translations
5 translations compared side by side
Odia - 1840
"ତା' ପରଦିନ ବାଲାକ୍ ବିଲିଯମକୁ ନଇେ ବାମାେତ ବାଲକୁ ଗଲା। ଆଉ ସହେିଠାରୁ ସେ ଲୋକମାନଙ୍କର ଏକତ୍ରୀତ ସମାବେଶ ଦେଖିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ପ୍ରଭାତରେ ବାଲାକ ବିଲୀୟମକୁ ସଂଗେ ନେଇ ବାଲର ଉଚ୍ଚସ୍ଥଳୀରେ ଆରୋହଣ କରାଇଲେ; ଆଉ ସେହିଠାରୁ ସେ ଲୋକମାନଙ୍କର ଶେଷ ସୀମା ପର୍ଯ୍ୟନ୍ତ ଦେଖିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ ପରଦିନ ବାଲାକ୍ ବିଲିୟମକୁ ନେଇ ବାମୋତ ବାଲକୁ ଗଲା। ଆଉ ସେହିଠାରୁ ସେ ଲୋକମାନଙ୍କର ଏକତ୍ରିତ ସମାବେଶ ଦେଖିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ପ୍ରଭାତରେ ବାଲାକ ବିଲୀୟମ୍କୁ ସଙ୍ଗେ ନେଇ ବାଲ୍ର ଉଚ୍ଚସ୍ଥଳୀରେ ଆରୋହଣ କରାଇଲେ; ଆଉ ସେହିଠାରୁ ସେ ଲୋକମାନଙ୍କର ଶେଷ ସୀମା ପର୍ଯ୍ୟନ୍ତ ଦେଖିଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ପ୍ରଭାତରେ ବାଲାକ ବିଲୀୟମ୍କୁ ସଙ୍ଗେ ନେଇ ବାଲ୍ର ଉଚ୍ଚସ୍ଥଳୀରେ ଆରୋହଣ କରାଇଲେ; ଆଉ ସେହିଠାରୁ ସେ ଲୋକମାନଙ୍କର ଶେଷ ସୀମା ପର୍ଯ୍ୟନ୍ତ ଦେଖିଲେ।