Numbers 22:9 — Compare Translations
5 translations compared side by side
Odia - 1840
"ପରମେଶ୍ବର ସ୍ବପ୍ନ ରେ ବିଲିଯମ ନିକଟରେ ଆବିର୍ଭାବ ହେଲେ ଏବଂ ତାଙ୍କୁ ପଚାରିଲେ, ତୁମ୍ଭ ସହିତ ବସବାସ କରୁଥିବା ଏହି ଲୋକମାନେ କିଏ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ପରମେଶ୍ଵର ବିଲୀୟମ ନିକଟକୁ ଆସି ତାହାକୁ କହିଲେ, ତୁମ୍ଭ ସଙ୍ଗରେ ଏହି ଲୋକମାନେ କିଏ?
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ସ୍ୱପ୍ନରେ ବିଲିୟମ ନିକଟରେ ଆବିର୍ଭାବ ହେଲେ ଏବଂ ତାଙ୍କୁ ପଗ୍ଭରିଲେ, “ତୁମ୍ଭ ସହିତ ବସବାସ କରୁଥିବା ଏହି ଲୋକମାନେ କିଏ?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ପରମେଶ୍ୱର ବିଲୀୟମ୍ ନିକଟକୁ ଆସି ତାହାକୁ କହିଲେ, “ତୁମ୍ଭ ସଙ୍ଗରେ ଏହି ଲୋକମାନେ କିଏ?”
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରେ ପରମେଶ୍ୱର ବିଲୀୟମ୍ ନିକଟକୁ ଆସି ତାହାକୁ କହିଲେ, “ତୁମ୍ଭ ସଙ୍ଗରେ ଏହି ଲୋକମାନେ କିଏ”?