Numbers 23:1 — Compare Translations

5 translations compared side by side

Odia - 1840
"ତା'ପରେ ବିଲିଯମ ବାଲାକକୁ କହିଲେ, ଏଠା ରେ ମାେ ପାଇଁ ସାତ ଗୋଟି ୟଜ୍ଞବଦେୀ ନିର୍ମାଣ କର। ମାେ ପାଇଁ ସାତଟି ଷଣ୍ତ ଓ ସାତଟି ମଷେ ପ୍ରସ୍ତୁତ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ବିଲୀୟମ ବାଲାକଙ୍କୁ କହିଲା, ଏହି ସ୍ଥାନରେ ମୋʼ ପାଇଁ ସାତଗୋଟି ଯଜ୍ଞବେଦି ନିର୍ମାଣ କର ଓ ଏହି ସ୍ଥାନରେ ମୋʼ ପାଇଁ ସାତ ଗୋବତ୍ସ ଓ ସାତ ମେଷ ଆୟୋଜନ କର ।
Odia Bible ERV 2004 (ପବିତ୍ର ବାଇବଲ)
ବିଲିୟମର ପ୍ରଥମ ବାର୍ତ୍ତା ତା’ପରେ ବିଲିୟମ ବାଲାକକୁ କହିଲେ, “ଏଠାରେ ମୋ’ ପାଇଁ ସାତ ଗୋଟି ଯଜ୍ଞବେଦି ନିର୍ମାଣ କର। ମୋ’ ପାଇଁ ସାତୋଟି ଷଣ୍ଢ ଓ ସାତୋଟି ମେଷ ପ୍ରସ୍ତୁତ କର।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ବିଲୀୟମ୍‍ ବାଲାକଙ୍କୁ କହିଲା, “ଏହି ସ୍ଥାନରେ ମୋʼ ପାଇଁ ସାତଗୋଟି ଯଜ୍ଞବେଦି ନିର୍ମାଣ କର ଓ ଏହି ସ୍ଥାନରେ ମୋʼ ପାଇଁ ସାତ ଗୋବତ୍ସ ଓ ସାତ ମେଷ ଆୟୋଜନ କର।”
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ବିଲୀୟମ୍‍ ବାଲାକଙ୍କୁ କହିଲା, “ଏହି ସ୍ଥାନରେ ମୋ’ ପାଇଁ ସାତଗୋଟି ଯଜ୍ଞବେଦି ନିର୍ମାଣ କର ଓ ଏହି ସ୍ଥାନରେ ମୋ’ ପାଇଁ ସାତ ଗୋବତ୍ସ ଓ ସାତ ମେଷ ଆୟୋଜନ କର।”