Numbers 23:10 — Compare Translations
5 translations compared side by side
Odia - 1840
"ଯାକୁବର ପରିବାରକୁ କିଏ ଗଣିପାରିବ? ଯେ ହତେୁ ସମାନେେ ଧୂଳି କଣିକାପରି? ଏପରିକି ଇଶ୍ରାୟେଲର ଏକ ଚତୁର୍ଥାଂଶ ଲୋକଙ୍କୁ ମଧ୍ଯ କହେି ଗଣି ପାରିବେ ନାହିଁ। ଧାର୍ମିକ ମନୁଷ୍ଯ ରୂପେ ମାେତେ ମରିବାକୁ ଦିଅ। ମାରେ ଭବିଷ୍ଯତ୍ ଇଶ୍ରାୟେଲର ତୁଲ୍ଯ ହେଉ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯାକୁବର ଧୂଳି କିଏ ଗଣିପାରେ? ଅବା ଇସ୍ରାଏଲର ଚତୁର୍ଥାଂଶର ସଂଖ୍ୟା କିଏ କହିପାରେ; ଧାର୍ମିକର ମରଣ ମୁଁ ମରେ, ମୋହର ଶେଷାବସ୍ଥା ତାହାର ତୁଲ୍ୟ ହେଉ ।
Odia Bible ERV 2004 (ପବିତ୍ର ବାଇବଲ)
ଯାକୁବର ପରିବାରକୁ କିଏ ଗଣିପାରିବ? ଯେହେତୁ ସେମାନେ ଧୂଳି କଣିକାପରି? ଏପରିକି ଇସ୍ରାଏଲର ଏକ ଚତୁର୍ଥାଂଶ ଲୋକଙ୍କୁ ମଧ୍ୟ କେହି ଗଣି ପାରିବେ ନାହିଁ। ଧାର୍ମିକ ମନୁଷ୍ୟ ରୂପେ ମୋତେ ମରିବାକୁ ଦିଅ। ମୋର ଭବିଷ୍ୟଦ୍ ଇସ୍ରାଏଲର ତୁଲ୍ୟ ହେଉ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯାକୁବର ଧୂଳି କିଏ ଗଣିପାରେ ଅବା ଇସ୍ରାଏଲର ଚତୁର୍ଥାଂଶର ସଂଖ୍ୟା କିଏ କହିପାରେ; ଧାର୍ମିକର ମରଣ ମୁଁ ମରେ, ମୋହର ଶେଷାବସ୍ଥା ତାହାର ତୁଲ୍ୟ ହେଉ।”
Odia IRV 2017 (ଓଡିଆ ବାଇବେଲ)
ଯାକୁବର ଧୂଳି କିଏ ଗଣି ପାରେ ଅବା ଇସ୍ରାଏଲର ଚତୁର୍ଥାଂଶର ସଂଖ୍ୟା କିଏ କହି ପାରେ; ଧାର୍ମିକର ମରଣ ମୁଁ ମରେ, ମୋହର ଶେଷାବସ୍ଥା ତାହାର ତୁଲ୍ୟ ହେଉ।