Numbers 23:11 — Compare Translations

5 translations compared side by side

Odia - 1840
"ଏଥି ରେ ବାଲାକ୍ ବିଲିଯମକୁ କହିଲେ, ତୁମ୍ଭେ ଆମ୍ଭ ପ୍ରତି ଏ କ'ଣ କଲ? ଆମ୍ଭେ ଶତୃମାନଙ୍କୁ ଶାପ ଦବୋପାଇଁ ତୁମ୍ଭକୁ ଡାକିଥିଲୁ। ମାତ୍ର ତୁମ୍ଭେ ସମାନଙ୍କେୁ ଆଶୀର୍ବାଦ କଲ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ବାଲାକ ବିଲୀୟମକୁ କହିଲେ, ତୁମ୍ଭେ ଆମ୍ଭ ପ୍ରତି ଏ କି କଲ? ଆମ୍ଭର ଶତ୍ରୁମାନଙ୍କୁ ଶାପ ଦେବା ପାଇଁ ଆମ୍ଭେ ତୁମ୍ଭକୁ ନେଇଗଲୁ, ଆଉ ଦେଖ, ତୁମ୍ଭେ ସେମାନଙ୍କୁ ସର୍ବୋତୋଭାବେ ଆଶୀର୍ବାଦ କଲ ।
Odia Bible ERV 2004 (ପବିତ୍ର ବାଇବଲ)
ଏଥିରେ ବାଲାକ୍ ବିଲିୟମକୁ କହିଲେ, “ତୁମ୍ଭେ ଆମ୍ଭ ପ୍ରତି ଏ କ’ଣ କଲ? ଆମ୍ଭେ ଶତ୍ରୁମାନଙ୍କୁ ଶାପ ଦେବା ପାଇଁ ତୁମ୍ଭକୁ ଡାକିଥିଲୁ। ମାତ୍ର ତୁମ୍ଭେ ସେମାନଙ୍କୁ ଆଶୀର୍ବାଦ କଲ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ବାଲାକ ବିଲୀୟମ୍‍କୁ କହିଲେ, “ତୁମ୍ଭେ ଆମ୍ଭ ପ୍ରତି ଏ କି କଲ? ଆମ୍ଭର ଶତ୍ରୁମାନଙ୍କୁ ଅଭିଶାପ ଦେବା ପାଇଁ ଆମ୍ଭେ ତୁମ୍ଭକୁ ନେଇଗଲୁ, ଆଉ ଦେଖ, ତୁମ୍ଭେ ସେମାନଙ୍କୁ ସର୍ବୋତୋଭାବେ ଆଶୀର୍ବାଦ କଲ।”
Odia IRV 2017 (ଓଡିଆ ବାଇବେଲ)
ଏଥିରେ ବାଲାକ ବିଲୀୟମ୍‍କୁ କହିଲେ, “ତୁମ୍ଭେ ଆମ୍ଭ ପ୍ରତି ଏ କି କଲ? ଆମ୍ଭର ଶତ୍ରୁମାନଙ୍କୁ ଅଭିଶାପ ଦେବା ପାଇଁ ଆମ୍ଭେ ତୁମ୍ଭକୁ ନେଇଗଲୁ, ଆଉ ଦେଖ, ତୁମ୍ଭେ ସେମାନଙ୍କୁ ସର୍ବୋତୋଭାବେ ଆଶୀର୍ବାଦ କଲ।”