Numbers 23:13 — Compare Translations

5 translations compared side by side

Odia - 1840
"ଏହାପରେ ବାଲାକ୍ କହିଲେ, ଦୟାକରି, ତୁମ୍ଭେ ମାେ ସହିତ ଏକ ସ୍ଥାନକୁ ଆସ, ଯେଉଁ ସ୍ଥାନରୁ ସମାନଙ୍କେୁ ଦେଖିପାରିବ। ତୁମ୍ଭେ କବଳେ ସମାନଙ୍କେୁ ଦେଖିବ ଯେଉଁ ମାନେ ଶଷେ ଭାଗ ରେ ଅଛନ୍ତି। କିନ୍ତୁ ତୁମ୍ଭେ ସମସ୍ତଙ୍କୁ ଦେଖିପାରିବ ନାହିଁ। ସହେିଠାରୁ ମାେ ନିମନ୍ତେ ସମାନଙ୍କେୁ ଅଭିଶାପ ଦିଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ବାଲାକ କହିଲେ, ଆମ୍ଭେ ନିବେଦନ କରୁଅଛୁ, ତୁମ୍ଭେ ଯେଉଁ ସ୍ଥାନରୁ ସେମାନଙ୍କୁ ଦେଖି ପାରିବ, ଏପରି ଅନ୍ୟ ଏକ ସ୍ଥାନକୁ ଆମ୍ଭ ସଙ୍ଗେ ଆସ; ତୁମ୍ଭେ କେବଳ ସେମାନଙ୍କର ଶେଷସୀମାସ୍ଥିତ ଲୋକମାନଙ୍କୁ ଦେଖିବ, ମାତ୍ର ସମସ୍ତଙ୍କୁ ଦେଖି ପାରିବ ନାହିଁ; ସେହିଠାରୁ ଆମ୍ଭ ନିମନ୍ତେ ସେମାନଙ୍କୁ ଶାପ ଦିଅ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ବାଲାକ୍ କହିଲେ, “ଦୟାକରି, ତୁମ୍ଭେ ମୋ’ ସହିତ ଏକ ସ୍ଥାନକୁ ଆସ, ଯେଉଁ ସ୍ଥାନରୁ ସେମାନଙ୍କୁ ଦେଖି ପାରିବ। ତୁମ୍ଭେ କେବଳ ସେମାନଙ୍କୁ ଦେଖିବ ଯେଉଁମାନେ ଶେଷ ଭାଗରେ ଅଛନ୍ତି। କିନ୍ତୁ ତୁମ୍ଭେ ସମସ୍ତଙ୍କୁ ଦେଖି ପାରିବ ନାହିଁ। ସେହିଠାରୁ ମୋ’ ନିମନ୍ତେ ସେମାନଙ୍କୁ ଅଭିଶାପ ଦିଅ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ବାଲାକ କହିଲେ, “ଆମ୍ଭେ ନିବେଦନ କରୁଅଛୁ, ତୁମ୍ଭେ ଯେଉଁ ସ୍ଥାନରୁ ସେମାନଙ୍କୁ ଦେଖି ପାରିବ, ଏପରି ଅନ୍ୟ ଏକ ସ୍ଥାନକୁ ଆମ୍ଭ ସଙ୍ଗେ ଆସ; ତୁମ୍ଭେ କେବଳ ସେମାନଙ୍କର ଶେଷସୀମାସ୍ଥିତ ଲୋକମାନଙ୍କୁ ଦେଖିବ, ମାତ୍ର ସମସ୍ତଙ୍କୁ ଦେଖି ପାରିବ ନାହିଁ; ସେହିଠାରୁ ଆମ୍ଭ ନିମନ୍ତେ ସେମାନଙ୍କୁ ଅଭିଶାପ ଦିଅ।”
Odia IRV 2017 (ଓଡିଆ ବାଇବେଲ)