Numbers 23:14 — Compare Translations
5 translations compared side by side
Odia - 1840
"ବାଲାକ୍ ବିଲିଯମକୁ ପିସ୍ଗାର ପୃଷ୍ଠସ୍ଥିତ ସୋଫୀମ୍ କ୍ଷେତ୍ରକୁ ନଇଗେଲେ ଏବଂ ସହେି ସ୍ଥାନ ରେ ସାତଟି ୟଜ୍ଞବଦେୀ ନିର୍ମାଣ କଲେ ଏବଂ ପ୍ରେତ୍ୟକକ ୟଜ୍ଞବଦେୀ ରେ ଗୋଟିଏ ଷଣ୍ତ ଓ ଗୋଟିଏ ଅଣ୍ତିରା ମଷେ ଉତ୍ସର୍ଗ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ବାଲାକ ତାହାକୁ ପିସ୍ଗାର ପୃଷ୍ଠସ୍ଥିତ ସୋଫୀମ୍ କ୍ଷେତ୍ରକୁ ନେଇ ଯାଇ ସେହି ସ୍ଥାନରେ ସାତ ବେଦି ନିର୍ମାଣ କଲେ, ପୁଣି ପ୍ରତ୍ୟେକ ବେଦିରେ ଏକ ଏକ ଗୋବତ୍ସ ଓ ଏକ ଏକ ମେଷ ଉତ୍ସର୍ଗ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ବାଲାକ୍ ବିଲିୟମକୁ ପିସ୍ଗାର ପୃଷ୍ଠସ୍ଥିତ ସୋଫୀମ୍ କ୍ଷେତ୍ରକୁ ନେଇଗଲେ ଏବଂ ସେହି ସ୍ଥାନରେ ସାତୋଟି ଯଜ୍ଞବେଦି ନିର୍ମାଣ କଲେ ଏବଂ ପ୍ରତ୍ୟେକ ଯଜ୍ଞବେଦିରେ ଗୋଟିଏ ଷଣ୍ଢ ଓ ଗୋଟିଏ ଅଣ୍ତିରା ମେଷ ଉତ୍ସର୍ଗ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ବାଲାକ ତାହାକୁ ପିସ୍ଗାର ପୃଷ୍ଠସ୍ଥିତ ସୋଫୀମ୍ କ୍ଷେତ୍ରକୁ ନେଇଯାଇ ସେହି ସ୍ଥାନରେ ସାତ ବେଦି ନିର୍ମାଣ କଲେ, ପୁଣି, ପ୍ରତ୍ୟେକ ବେଦିରେ ଏକ ଏକ ଗୋବତ୍ସ ଓ ଏକ ଏକ ମେଷ ଉତ୍ସର୍ଗ କଲେ।
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ବାଲାକ ତାହାକୁ ପିସ୍ଗାର ପୃଷ୍ଠସ୍ଥିତ ସୋଫୀମ୍ କ୍ଷେତ୍ରକୁ ନେଇ ଯାଇ ସେହି ସ୍ଥାନରେ ସାତ ବେଦି ନିର୍ମାଣ କଲେ, ପୁଣି, ପ୍ରତ୍ୟେକ ବେଦିରେ ଏକ ଏକ ଗୋବତ୍ସ ଓ ଏକ ଏକ ମେଷ ଉତ୍ସର୍ଗ କଲେ।