Numbers 23:15 — Compare Translations

5 translations compared side by side

Odia - 1840
"ବିଲିଯମ ବାଲାକକୁ କହିଲେ, ତୁମ୍ଭେ ତୁମ୍ଭର ହାମବେଳି ନିକଟରେ ଛିଡାହୁଅ। ମୁଁ ସହେି ସ୍ଥାନ ରେ ପରମେଶ୍ବରଙ୍କୁ ସାକ୍ଷାତ କରିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ସେ ବାଲାକଙ୍କୁ କହିଲା, ମୁଁ ଯେପର୍ଯ୍ୟନ୍ତ ସେହି ସ୍ଥାନରେ ପରମେଶ୍ଵରଙ୍କ ସହିତ ସାକ୍ଷାତ୍ କରିବି, ସେପର୍ଯ୍ୟନ୍ତ ତୁମ୍ଭେ ଏହି ସ୍ଥାନରେ ଆପଣା ହୋମବଳି ନିକଟରେ ଠିଆ ହୋଇଥାଅ ।
Odia Bible ERV 2004 (ପବିତ୍ର ବାଇବଲ)
ବିଲିୟମ ବାଲାକକୁ କହିଲେ, “ତୁମ୍ଭେ ତୁମ୍ଭର ହୋମବଳି ନିକଟରେ ଛିଡ଼ାହୁଅ। ମୁଁ ସେହି ସ୍ଥାନରେ ପରମେଶ୍ୱରଙ୍କୁ ସାକ୍ଷାତ କରିବି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ସେ ବାଲାକଙ୍କୁ କହିଲା, “ମୁଁ ଯେପର୍ଯ୍ୟନ୍ତ ସେହି ସ୍ଥାନରେ ପରମେଶ୍ୱରଙ୍କ ସହିତ ସାକ୍ଷାତ କରିବି, ସେପର୍ଯ୍ୟନ୍ତ ତୁମ୍ଭେ ଏହି ସ୍ଥାନରେ ଆପଣା ହୋମବଳି ନିକଟରେ ଠିଆ ହୋଇଥାଅ।”
Odia IRV 2017 (ଓଡିଆ ବାଇବେଲ)
ତହୁଁ ସେ ବାଲାକଙ୍କୁ କହିଲା, “ମୁଁ ଯେପର୍ଯ୍ୟନ୍ତ ସେହି ସ୍ଥାନରେ ପରମେଶ୍ୱରଙ୍କ ସହିତ ସାକ୍ଷାତ କରିବି, ସେପର୍ଯ୍ୟନ୍ତ ତୁମ୍ଭେ ଏହି ସ୍ଥାନରେ ଆପଣା ହୋମବଳି ନିକଟରେ ଠିଆ ହୋଇଥାଅ।”